www.samajalive.in
Monday, December 15, 2025
27.1 C
Bhubaneswar

ନଦୀରେ ବୁଡ଼ି ପରିବାରର ୩ ମୃତ, ଜଣେ ଗୁରୁତର

ସମାଜ ଡିଜିଟାଲ ଡେସ୍କ: କେ. ନୂଆଗାଁ ଥାନା ଅନ୍ତର୍ଗତ କଳିଙ୍ଗଦୋଳା ନିକଟ ବାହୁଦା ନଦୀରେ ବୁଡ଼ି ୩ ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇପଡ଼ିଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଚିକିଟି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ଅନୁସାରେ, ମୃତକ ଓ ଆହତ ସମ୍ପର୍କରେ ମା’ଝିଅ ଏବଂ ନାତିନାତୁଣୀ। ସେମାନେ ରତ୍ନେଶ୍ଵରୀ ମନ୍ଦିରରେ ପ୍ରସାଦ ସେବନ ସାରି ଫେରୁଥିଲେ। ବାଟରେ ସେମାନେ ବାହୁଦା ନଦୀ ପାର ହେଉଥିବାବେଳେ ପାଣିରେ ବୁଡ଼ିଯାଇଥିଲେ। ସମସ୍ତଙ୍କୁ ଉଦ୍ଧାର କରି ଚିକିଟି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories