www.samajalive.in
Saturday, December 6, 2025
15.1 C
Bhubaneswar

ଦିନ ୩ଟା ମୁଖ୍ୟ ଖବର

ବାବା ଧବଳେଶ୍ଵରଙ୍କ ପୀଠରେ ଲାଗି ହେଲା ଗଜଭୋଗ: ରାତି ୨ଟାରୁ ମନ୍ଦିର ଦ୍ଵାରଫିଟା ଯାଇ ସମସ୍ତ ନୀତିକାନ୍ତି ପରେ ଦର୍ଶନ କଲେ ଭକ୍ତ, ରାତିତମାମ ଉଜାଗର ରହି ଭୋର୍ ରୁ ଗଜଭୋଗ ଓ ତରଣ ପାଇଲେ ଶ୍ରଦ୍ଧାଳୁ, ସକାଳୁ ବ୍ୟାରିକେଟ୍ ଦେଇ ବାବାଙ୍କୁ କରୁଛନ୍ତି ଦର୍ଶନ..

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହାରଲାଲ୍ ନେହେରୁଙ୍କ ୧୩୫ତମ ଜନ୍ମତିଥି : ସ୍ମୃତି ଚାରଣ ସହ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ପ୍ରଧାନମନ୍ତ୍ରୀଙ୍କ ସହ ବହୁ ବିଶିଷ୍ଠ ବ୍ୟକ୍ତି..

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଡୋମିନିକା ରାଜ୍ୟଗୋଷ୍ଠୀର ସର୍ବୋଚ୍ଚ ଜାତୀୟ ପୁରସ୍କାର, ଆସନ୍ତା ସପ୍ତାହରେ ଗୁୟାନାରେ ହେବାକୁ ଥିବା ଇଣ୍ଡିଆ-କାରିକମ୍ ସମ୍ମିଳନୀରେ ମୋଦୀଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି ସିଲଭାନି ବର୍ଟନ..

୯୦ ବର୍ଷ ପରେ କାର୍ତ୍ତିକ ପୂର୍ଣ୍ଣିମାରେ ଦୁର୍ଲ୍ଲଭ ସଂଯୋଗ; ଏହି ୩ ରାଶିଙ୍କ ଭାଗ୍ୟ ସୁନାଭଳି ଚମକିବ, ମିଳିବ ଲକ୍ଷ୍ମୀ-ନାରାୟଣଙ୍କ କୃପା..

ଡିସେମ୍ବର ୮ ତାରିଖରୁ ଚାଷୀଙ୍କୁ ମିଳିବ ଇନପୁଟ ସବ୍‌ସିଡି, ବରଗଡ ସୋହେଲାରେ ଚାଷୀ ସମାବେଶରେ ଦିଆଯିବ ସବ୍‌ସିଡି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର.. ୨୦ ତାରିଖରୁ ବରଗଡ ଜିଲାରୁ ଧାନ କିଣା ଆରମ୍ଭ ହେବ..

ଐତିହାସିକ କଟକ ବାଲିଯାତ୍ରା, ଆସନ୍ତା କାଲି ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଏହି ମେଳାକୁ ଉଦଘାଟନ କରିବେ, ବୋଟ କ୍ଲବ ଠାରୁ ୪ଟି ବୋଇତରେ ମଞ୍ଚ ନିକଟକୁ ଆସିବେ ଅତିଥି, ଏହି ଅବସରରେ ଯୋଗ ଦେବେ ୧୩ ଦକ୍ଷିଣ ପୂର୍ବ ଏସୀୟ ଦେଶର ରାଷ୍ଟ୍ରଦୂତ-କଟକ ଜିଲ୍ଲାପାଳ
ଗତବର୍ଷ ୬୦ ଲକ୍ଷରୁ ଅଧୁକ ଲୋକ ବାଲିଯାତ୍ରା ବୁଲିଥିବା ବେଳେ ଚଳିତ ବର୍ଷ ରେକର୍ଡ ଭାଙ୍ଗିବ ବାଲିଯାତ୍ରା ଭିଡ଼..

ଜାଣନ୍ତୁ.. ହ୍ୱାଟ୍ସଆପ୍‌ ଆଣିଲା ଜବରଦସ୍ତ ଫିଚର୍‌; ଏବେ ଚାଟ୍‌ କରିବା ହେବ ଖୁବ୍‌ ସହଜ..ମିଳିବ ଏହି ସୁବିଧା..

ମହିଳା ଆଇଆଇସିକୁ ମାଡ଼ ଘଟଣାରେ ବିଧାୟକ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ ଆବେଦନ ଖାରଜ, ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ, ହାଇକୋର୍ଟଙ୍କ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଜୟନାରାୟଣ..

ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା କଦମଡିହା ଗାଁରେ ଅଭାବନୀୟ ଘଟଣା: ଟଙ୍କା ପାଇଁ ସ୍ତ୍ରୀକୁ ହତ୍ୟା କଲା ସ୍ଵାମୀ, ଅଭିଯୁକ୍ତ ଗିରଫ..

ଟ୍ରମ୍ପଙ୍କ ଟିମରେ ହିନ୍ଦୁ ମହିଳା : ରାଷ୍ଟ୍ରପତି ପଦ ପାଇଁ ଶପଥ ନେବା ପୂର୍ବରୁ ଟିମ୍ ଘୋଷଣା କରୁଛନ୍ତି ଡୋନାଲ୍ଡ ଟ୍ରମ୍ପ : ପୂର୍ବତନ ସାଂସଦ ତୁଳସୀ ଗବାର୍ଡଙ୍କୁ ଦେଲେ ବଡ ଦାୟିତ୍ଵ , ତୁଳସୀ ରାଷ୍ଟ୍ରୀୟ ଗୁଇନ୍ଦା ନିର୍ଦେଶକ ଭାବେ ନିଯୁକ୍ତ..

ଜଳେଶ୍ୱର : ଅଭାବନୀୟ ଘଟଣା; ଘରେ ପଶି ମହିଳାଙ୍କୁ ଝୁଣି ମାରିଲେ ବୁଲା କୁକୁର..

ଜାଣନ୍ତି କି ସୁପରଷ୍ଟାର ଶାହାରୁଖ୍‌ ପିନ୍ଧିଥିବା ଏହି ଘଣ୍ଟାର ଦାମ୍‌ କେତେ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories