www.samajalive.in
Monday, December 15, 2025
26.1 C
Bhubaneswar

କେନ୍ଦ୍ରକୁ ଡେପୁଟେସନରେ ଗଲେ ଶାଳିନୀ ପଣ୍ଡିତ, ସମର୍ଥ ବର୍ମା ଓ ସ୍ଵଧାଦେବ ସିଂହ

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶାରେ କାର୍ଯ୍ୟରତ ୩ ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ପଠାଯାଇଛି। ଏ ନେଇ ଶୁକ୍ରମାର ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ସେମାନେ ହେଲେ ଆଇଏଏସ ଅଧିକାରୀ ଶାଳିନୀ ପଣ୍ଡିତ, ସମର୍ଥ ବର୍ମା ଏବଂ ସ୍ଵଧାଦେବ ସିଂହ।

ଶାଳିନୀ ପଣ୍ଡିତ କେନ୍ଦ୍ରକୁ ଡେପୁଟେସନରେ ଯିବା ପରେ ଅର୍ଥ ମନ୍ତ୍ରଣାଳୟ ଯୁଗ୍ମ ସଚିବ ଭାବେ ଦାୟିତ୍ଵ ଗ୍ରହଣ କରିବେ। ସେହିପରି ସମର୍ଥ ବର୍ମା ବନ୍ଦର, ଜାହାଜ ଏବଂ ଜଳପଥ ବିଭାଗ ନିର୍ଦେଶକ ଭାବେ ନିଯୁକ୍ତି ପାଇବେ। ଆଇଏଏସ ସ୍ଵଧାଦେବ ସିଂହଙ୍କୁ ନାଗରିକ ପଞ୍ଜୀକରଣ ନିର୍ଦେଶକ(ଡାଇରେକ୍ଟର ଅଫ ସିଟିଜେନ ରେଜିଷ୍ଟ୍ରେସନ) ଏବଂ ଡାଇରେକ୍ଟର ଅଫ ସେନସସ ଅପରେସନ(ଡିସିଓ) ନିର୍ଦେଶକ ଭାବେ ଦାୟିତ୍ଵ ମିଳିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories