www.samajalive.in
Monday, December 8, 2025
27.1 C
Bhubaneswar

ଅଗ୍ନିକାଣ୍ଡରେ ଜଳିଗଲା ୩ ଦୋକାନ

ସମାଜ ଡିଜିଟାଲ ଡେସ୍କ: ଜଗତିସିଂହପୁର ଜିଲା କୁଜଙ୍ଗ ଦୋଛକିରେ ଅଗ୍ନିକାଣ୍ଡ ଘଟି ୩ଟି ଦୋକାନ ଜଳି ଯାଇଛି। ଏଥିରେ ଜଣେ ଦୋକାନୀ ଆହତ ହୋଇଥିବା ସୂଚନା ମିଳିଛି। ଗତ ବୁଧବାର ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି। ଦୋଛକିରେ ଥିବା ଏକ ଗ୍ୟାରେଜରୁ ନିଆଁ ଲାଗି ୩ଟି ଦୋକାନକୁ ବ୍ୟାପିଯାଇଥିଲା। ନିଆଁ ଲିଭାଇବାକୁ ଉଦ୍ୟମ କରିବା ବେଳେ ଜଣେ ଦୋକାନୀ ଆହତ ହୋଇଛନ୍ତି। ଖବରପାଇ କୁଜଙ୍ଗ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories