www.samajalive.in
Saturday, December 6, 2025
16.1 C
Bhubaneswar

ପୁଲୱାମାରେ ଏନକାଉଣ୍ଟର,୩ ଆତଙ୍କବାଦୀ ନିପାତ

ସମାଜ ଡିଜିଟାଲ ଡେସ୍କ: ଜାମ୍ମୁ-କାଶ୍ମୀର ପୁଲୱାମାରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ତ୍ରାଲ ଜଙ୍ଗଲରେ ଏନକାଉଣ୍ଟରରେ ୩ ଆତଙ୍କବାଦୀ ନିପାତ ହୋଇଛନ୍ତି । ପୁଲୱାମା ତ୍ରାଲ ଜଙ୍ଗଲରେ ସେନା, ପୁଲିସ ଓ ସିଆରପିଏଫ ଯବାନମାନେ ମିଳିତ ଭାବେ ସର୍ଚ୍ଚ ଅପରେସନ କରୁଥିବା ବେଳେ ଏନକାଉଣ୍ଟର ହୋଇଥିଲା । ୪୮ଘଣ୍ଟା ମଧ୍ୟରେ କାଶ୍ମୀରରେ ଏହା ଦ୍ୱିତୀୟ ଏନାକାଉଣ୍ଟର । ଏଯାବତ ମୋଟ ୬ଜଣ ଆତଙ୍କୀଙ୍କୁ ନିହତ କରିଛନ୍ତି ସୁରକ୍ଷା କର୍ମୀ । ଅପରେସନ ସିନ୍ଦୂର ପରେ ସୀମାରେ ସୁରକ୍ଷାକର୍ମୀଙ୍କ କଡା ପଇଁତରା ଜାରି ରହିଛି । ଏହାସହିତ ଜାମ୍ମୁ-କାଶ୍ମୀରରେ ଆତଙ୍କବାଦୀଙ୍କୁ ନିପାତ କରିବା ଲାଗି ସୁରକ୍ଷାକର୍ମୀ ମାନେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories