www.samajalive.in
Saturday, December 6, 2025
26.1 C
Bhubaneswar

ଦୁର୍ଘଟଣାରେ ୩ ଯୁବକଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ରାୟଗଡା ଜିଲା ଗୁଣୁପୁର ଗୁଘୁଡା ଫାଣ୍ଡି ବଂଶଧାରା ନଦୀ ପୋଲରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଠାକୁରାଣୀ ଯାତ୍ରା ଦେଖିବାକୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା । ମୃତକ ଗୁଡାରି ବ୍ଲକ କଇଠପଦର ଗାଁର ବୁଲୁ ଶବର ଓ ସୁବ୍ରତ ଶବର ଏବଂ ଜଗନ୍ନାଥପୁର ଗାଁର ବାଳକୃଷ୍ଣ ଆରକା ହୋଇଥିବା ସୂଚନା ମିଳିଛି । ପୁଲିସ ପହଞ୍ଚି ତଦନ୍ତ କରୁଛି ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories