www.samajalive.in
Sunday, December 14, 2025
26.1 C
Bhubaneswar

ଇ-ଶ୍ରମ ପୋର୍ଟାଲରେ ୩୦ କୋଟିରୁ ଅଧିକ ଅଣସଂଗଠିତ ଶ୍ରମିକ ପଞ୍ଜୀକୃତ

ଡେସ୍କ: ସରକାର କହିଛନ୍ତି ଯେ ୩୦ କୋଟି ୭୦ ଲକ୍ଷ ୩୮ ହଜାର ୭୫୧ରୁ ଅଧିକ ଅଣସଂଗଠିତ ଶ୍ରମିକ ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକୃତ ହୋଇଛନ୍ତି। ଅଣସଂଗଠିତ ଶ୍ରମିକମାନଙ୍କର ଏକ ବ୍ୟାପକ ଜାତୀୟ ଡାଟାବେସ୍ ପ୍ରସ୍ତୁତ କରିବା ପାଇଁ ୨୦୨୧ରେ ଏହି ପୋର୍ଟାଲ ଆରମ୍ଭ କରାଯାଇଥିଲା । ଆଜି ଲୋକସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ଶ୍ରମ ଓ ନିଯୁକ୍ତି ରାଷ୍ଟ୍ରମନ୍ତ୍ରୀ ସୁଶ୍ରୀ ଶୋଭା କରନ୍ଦଲାଜେ କହିଛନ୍ତି ଯେ ମୋଟ ପଞ୍ଜୀକୃତ ଶ୍ରମିକଙ୍କ ମଧ୍ୟରୁ ୫୩ ପ୍ରତିଶତରୁ ଅଧିକ ହେଉଛନ୍ତି ମହିଳା। ବର୍ତ୍ତମାନ ସୁଦ୍ଧା ବିଭିନ୍ନ କେନ୍ଦ୍ର ମନ୍ତ୍ରଣାଳୟ ଓ ବିଭାଗର ୧୩ଟି ଯୋଜନାକୁ ଇ-ଶ୍ରମ ସହ ଯୋଡ଼ାଯାଇଛି। ଏଥିରେ ପିଏମ-ସ୍ୱନିଧି, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା – ଗ୍ରାମୀଣ ଏବଂ ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ରହିଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories