www.samajalive.in
Friday, December 5, 2025
20.1 C
Bhubaneswar

କାରରୁ ଜବତ ହେଲା ୩୦ଲକ୍ଷ ଟଙ୍କା

ମାଲକାନଗିରି: କାର ଭିତରୁ ଜବତ ହେଲା ୩୦ଲକ୍ଷ ଟଙ୍କା। ମାଲକାନଗିରି-ଛତିଶଗଡ ସୀମାନ୍ତ ଚାଲାନଗୁଡା ନିକଟରେ ଗାଡି ଯାଞ୍ଚ ବେଳେ ୩୦ ଲକ୍ଷ ଟଙ୍କା ଜବତ କରିଛି ପୁଲିସ। ସୂଚନା ଅନୁସାରେ ଛତିଶଗଡରୁ ମାଲକାନଗିରିକୁ ଆସୁଥିଲା ଏହି ଟଙ୍କା। କାରରେ ବସିଥିବା ଜଣେ ବ୍ୟକ୍ତି ଓ ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରୁଛି ମାଲକାନଗିରି ପୁଲିସ। ଏତେ ପରିମାଣର ଟଙ୍କା କେଉଁଠାରୁ ଆସିଲା ଏବଂ କିଏ ଦେଇଥିଲା ସେ ନେଇ ଖୋଳତାଡ କରୁଛି ପୁଲିସ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories