www.samajalive.in
Sunday, December 7, 2025
18.1 C
Bhubaneswar

ନିର୍ବାଚନରେ ନିୟୋଜିତ ଆସାମର ୩୦ରୁ ଅଧିକ ପୁଲିସ କର୍ମଚାରୀ ଦୁର୍ଘଟଣାରେ ଆହତ

ଡେସ୍କ: ବିହାରର ମୁଜାଫରପୁର ଜିଲ୍ଲାରେ ବୁଧବାର ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଆସାମ ପୁଲିସର ୩୦ରୁ ଅଧିକ ଯବାନ ଆହତ ହୋଇଛନ୍ତି। ବରିଷ୍ଠ ଆରକ୍ଷୀ ଅଧୀକ୍ଷକ ରାକେଶ କୁମାର କହିଛନ୍ତି ଯେ ଜାତୀୟ ରାଜପଥର ସାକ୍ରା ଥାନା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି।

ରାଜସ୍ଥାନ ଖଣି ଭୁଶୁଡ଼ିବା ଘଟଣା – ସମସ୍ତ ୧୫ ଅଧିକାରୀ ଉଦ୍ଧାର, ଜଣେ ମୃତ

- Advertisement -

ସୋମବାର ନିର୍ବାଚନ ହୋଇଥିବା ସମସ୍ତିପୁରରେ ନିୟୋଜିତ ହୋଇଥିବା ଆସାମ ପୁଲିସର ୩୬ ଜଣ ଯବାନ ବସରେ ଯାତ୍ରା କରୁଥିଲେ। ସେମାନେ ସାରଣ ଅଭିମୁଖେ ଯାଉଥିଲେ, ଯେଉଁଠାରେ ଆସନ୍ତା ସପ୍ତାହରେ ମତଦାନ ହେବାର କାର୍ଯ୍ୟକ୍ରମ ରହିଛି।

ଗଞ୍ଜାମକୁ ଦେଶର ୧ ନମ୍ବର ଜିଲ୍ଲା କରିବ ବିଜେପି – ଅମିତ ଶାହା

୨୮ ନମ୍ବର ଜାତୀୟ ରାଜପଥରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକକୁ ବସ୍ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଗୁରୁତର ଆହତ ହୋଇଥିବା ବେଳେ ସମସ୍ତ ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ବୋଲି ଏସଏସପି କହିଛନ୍ତି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories