ରଥଯାତ୍ରା ପାଇଁ ପୁରୀକୁ ଗଡିବ ୩୧୫ ସ୍ବତନ୍ତ୍ର ଟ୍ରେନ୍

ପୁରୀ: ରେଳ ମନ୍ତ୍ରଣାଳୟ ଆସନ୍ତା ୬ରୁ ୧୯ ତାରିଖ ପର୍ଯ୍ୟନ୍ତ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସମୟରେ ପୁରୀକୁ ଏବଂ ପୁରୀଠାରୁ ୩୧୫ଟି ସ୍ୱତନ୍ତ୍ର ରେଳ ଚଳାଚଳ କରାଇବାକୁ ଯୋଜନା କରିଛି। ଚଳିତବର୍ଷ ଗୁଣ୍ଡିଚା ଯାତ୍ରା ଦୁଇ ଦିନ ଧରି ପାଳନ କରାଯାଉଛି। ପୂର୍ବ ରଥଯାତ୍ରା ଉତ୍ସବରୁ ଅଭିଜ୍ଞତାକୁ ନଜରକୁ ନେଇ ପୂର୍ବତଟ ରେଳପଥ ଓଡ଼ିଶାର ବିଭିନ୍ନ ସ୍ଥାନ ସହିତ ପଡ଼ୋଶୀ ରାଜ୍ୟରୁ ସ୍ୱତନ୍ତ୍ର ରେଳ ଚଳାଚଳ କରାଇବାକୁ ଯୋଜନା କରିଛି। ଚଳିତବର୍ଷ ଜୁନାଗଡ଼ ରୋଡ଼, ସମ୍ବଲପୁର, କେନ୍ଦୁଝରଗଡ଼, … Continue reading ରଥଯାତ୍ରା ପାଇଁ ପୁରୀକୁ ଗଡିବ ୩୧୫ ସ୍ବତନ୍ତ୍ର ଟ୍ରେନ୍