www.samajalive.in
Wednesday, December 10, 2025
14.1 C
Bhubaneswar

ରାଜ୍ୟରେ ଚିହ୍ନଟ ହେଲେ ୩୨୭ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୩୨୭ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୯୧ ଓ ସ୍ଥାନୀୟ ସଂକ୍ରମିତ ୧୩୬ ରହିଛନ୍ତି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୪୪ ଜଣ ରହିଛନ୍ତି । ରାଜ୍ୟର ଭଦ୍ରକରୁ ୮, ବଲାଙ୍ଗିର ୫, ବଉଦ ୧, କଟକ ୨୯, ଢେଙ୍କାନାଳ ୧, ଗଞ୍ଜାମ ୪, ଜଗତସିଂହପୁର ୭, ଯାଜପୁରରେ ୯ ଜଣ ଚିହ୍ନଟ ହୋଇଛନ୍ତି । ଝାରସୁଗୁଡାରେ ୨, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୧୭୭, କୋରାପୁଟ ୩, ମୟୁରଭଞ୍ଜ ୧୩, ନୟାଗଡ ୩, ନୂଆପଡା ୨, ପୁରୀ ୬ ଓ ସମ୍ବଲପୁରରେ ୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ସୁନ୍ଦରଗଡରେ ୪ ଓ ଷ୍ଟେଟପୁଲରୁ ୪୨ ଜଣଙ୍କୁ ଚିହ୍ନଟ କରାଯାଇଛି । ଦିନକ ମଧ୍ୟରେ ୪୩୮ ଜଣ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ସଂପ୍ରତି ୪୧୨୨ ଜଣ ସକି୍ରୟ କରୋନା ରୋଗୀ ରହିଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories