www.samajalive.in
Sunday, December 14, 2025
26.1 C
Bhubaneswar

ଜେଲରୁ ଫେରାର କଏଦୀ ଘଟଣା ; ପୋଲିସର ତନାଘନା

କେନ୍ଦ୍ରାପଡ଼ା: ଜିଲା ଉପକାରାଗାରରୁ ଜଣେ ବିଚାରାଧୀନ କଏଦୀ ଫେରାର ହେଇଯାଇଛି । ଫେରାର କଏଦୀ ଜଣଙ୍କ ହେଉଛନ୍ତି ରଙ୍ଗାଧର ବିଶ୍ୱାଳ। ୨୦୧୨ରେ ଏକ ହତ୍ୟା ଅଭିଯୋଗରେ ସେ ଜେଲରେ ସଜା କାଟୁଥିଲେ। ତେବେ ଗତକାଲି ସନ୍ଧ୍ୟାରେ ଗାମୁଛା ଓ ପିନ୍ଧା ଲୁଗା ସହାୟତାରେ ପାଚେରୀ ଡେଇଁ ରଙ୍ଗାଧର ଫେରାର ହୋଇଯାଇଥିବା କୁହାଯାଉଛି। ରଙ୍ଗାଧରକୁ ଧରିବାକୁ ଧରିବାକୁ ପୋଲିସ ପକ୍ଷରୁ ତନାଘନା  ଆରମ୍ଭ ହୋଇଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories