www.samajalive.in
Friday, December 5, 2025
17.1 C
Bhubaneswar

କରୋନା ମୃତ୍ୟୁ ସଂଖ୍ୟା ୩୪୩୪: ଚୀନରେ ୩୦୭୦, ଇଟାଲୀରେ ୧୯୭ ମୃତ

ନୂଆଦିଲ୍ଲୀ/ବେଜିଂ: ଘାତକ କରୋନା ଭୂତାଣୁ ଏବେ ୯୩ ଦେଶରେ ଆତଙ୍କ ଖେଳାଇଛି। ଏହି ଭୂତାଣୁ ଯୋଗୁ ସାରା ବିଶ୍ଵରେ ୩୪୩୪ ଜଣଙ୍କ ମୃତ୍ୟୁ ଘଟିଲାଣି। ଚୀନରେ କେବଳ ୩୦୭୦ ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ଇଟାଲୀରେ ମୃତ୍ୟୁ ସଂଖ୍ୟା ୧୯୭ରେ ପହଞ୍ଚିଛି। ଶୁକ୍ରବାର ଏଠାରେ ୪୯ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହା ସହିତ ଇଟାଲୀରେ ମୋଟ ୪୬୩୬ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଇରାନରେ ବି ମୃତ୍ୟୁ ସଂଖ୍ୟା ୮୦ରୁ ଅଧିକ ରହିଛି।

ଅନ୍ୟପଟେ ଚୀନରେ ଶନିବାର ୨୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହା ସହିତ ୯୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଫେସବୁକ୍‌ ପକ୍ଷରୁ ଏହାର ଲଣ୍ଡନ ଏବଂ ସିଙ୍ଗାପୁରସ୍ଥିତ କାର୍ଯ୍ୟାଳୟକୁ ବନ୍ଦ କରିଦିଆଯାଇଛି। ସିଙ୍ଗାପୁର କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ଏହି ପଦକ୍ଷେପ ନିଆଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories