www.samajalive.in
Friday, December 5, 2025
27.1 C
Bhubaneswar

ଓଡ଼ିଶାରେ ଦିନକରେ ୩୫୩୫ ନୂଆ କୋଭିଡ ସଂକ୍ରମିତ; ଖୋର୍ଦ୍ଧାରୁ ୫୩୩

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ ଜଣ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୨୦୧୬ ଏବଂ ସ୍ଥାନୀୟ ସଂକ୍ରମିତ ୧୫୧୯ ଜଣ ଅଛନ୍ତି। ଅନୁଗୁଳ ଜିଲାରୁ ୨୦୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱର ୨୯୬, ବରଗଡ ୮୬, ଭଦ୍ରକ ୧୮୪, ବଲାଙ୍ଗୀର ୧୮, ବଉଦ ୫୨, କଟକ ୩୨୦, ଦେବଗଡ ୨୫, ଢେଙ୍କାନାଳ ୫୬, ଗଜପତି ୨୭, ଗଞ୍ଜାମ ୨୬, ଜଗତସିଂହପୁର ୯୦, ଯାଜପୁର ୩୪୮, ଝାରସୁଗୁଡା ୧୨, କଳାହାଣ୍ଡି ୫୬, କନ୍ଧମାଳ ୫୬, କେନ୍ଦ୍ରାପଡା ୧୦୪, କେନ୍ଦୁଝର ୯୨, ଖୋର୍ଦ୍ଧା ୫୩୩, କୋରାପୁଟରୁ ୫୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିଭଳି ମାଲକାନଗିରି ଜିଲାରୁ ୬୮, ମୟୁରଭଞ୍ଜ ୧୫୩, ନବରଙ୍ଗପୁର ୮୫, ନୟାଗଡ ୯୫, ନୂଆପଡା ୧୫, ପୁରୀ ୧୮୭, ରାୟଗଡା ୭୩, ସମ୍ବଲପୁର ୩୯, ସୋନପୁର ୩୯, ସୁନ୍ଦରଗଡ ୭୬ ଏବଂ ଷ୍ଟେଟପୁଲରୁ ୮୨ ଜଣଙ୍କୁ ଚିହ୍ନଟ କରାଯାଇଛି। ରାଜ୍ୟରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ମୋଟ ୮୧୧୭୮୦ ଜଣ ଆରୋଗ୍ୟଲାଭ କରିସାରିଛନ୍ତି ଏବଂ ସଂପ୍ରତି ୪୭୭୯୬ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories