www.samajalive.in
Saturday, December 6, 2025
26.1 C
Bhubaneswar

ଚିନ୍ତା ବଢ଼ାଇଲା ମୃତ୍ୟୁ ସଂଖ୍ୟା, ଦିନକରେ ୩୫୪ ମୃତ

ନୂଆଦିଲ୍ଲୀ: କରୋନା ଭୂତାଣୁର ୨ୟ ଲହର ପୂର୍ବାପେକ୍ଷା ଅଧିକ ଉଗ୍ର ହେଉଥିବା ଦେଖିବାକୁ ମିଳିଛି। ଗତବର୍ଷ ତୁଳନାରେ ନୂଆ ଷ୍ଟ୍ରେନର ସଂକ୍ରମଣ ହାର ଦ୍ରୁତଗତିରେ ବଢ଼ୁଥିବାବେଳେ ମୃତ୍ୟୁ ସଂଖ୍ୟା ବି ଚିନ୍ତାରେ ପକାଇଛି। ଗତ ୨୪ ଘଣ୍ଟାରେ ୩୫୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି, ଯାହାକୁ ନେଇ ଉଦବେଗ ପ୍ରକାଶ ପାଇଛି। ଏହାକୁ ମିଶାଇ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୧ ଲକ୍ଷ ୬୨ ହଜାର ୪୬୮କୁ ବୃଦ୍ଧି ପାଇଛି।

ଅନ୍ୟପଟେ ଗତ ମଙ୍ଗଳବାର ତୁଳନାରେ ବୁଧବାର ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ପରିଲକ୍ଷିତ ହୋଇଛି। ଗତ ମଙ୍ଗଳବାର ୫୬ ହଜାରରୁ ଅଧିକ କରୋନା ସଂକ୍ରମିଚ ଚିହ୍ନଟ ହୋଇଥିଲାବେଳେ ଗତ ୨୪ ଘଣ୍ଟାରେ ୫୩ ହଜାର ୪୮୦ ନୂଆ ଆକ୍ରାନ୍ତ ଠାବ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୧ ଲକ୍ଷ ୪୯ ହଜାର ୩୩୫ରେ ପହଞ୍ଚିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories