www.samajalive.in
Saturday, December 6, 2025
19.1 C
Bhubaneswar

ଭାରତରେ କରୋନା: ୮ ହଜାର ଟପିଲା ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୩୫୭ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ଭୂତାଣୁ ଜନିତ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ସକାଳ ସାଢ଼େ ୯ଟା ସୁଦ୍ଧା​‌ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୬ ହଜାର ୫୭୯ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୮୧୦୨କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୪୧ ହଜାର ୨୮ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୧ଲକ୍ଷ ୩୭ ହଜାର ୪୪୮ ଜଣ ଏବେ ଚିକିତ୍ସାଧୀନ ଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାର ୱେବସାଇଟ୍‌ରେ ଦର୍ଶାଯାଇଛି। ତେବେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟାରେ ନିୟମିତ ବୃଦ୍ଧି ଘଟି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୯୯୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୩୫୭ ଜଣଙ୍କର ମୃତ୍ୟୁ ଘଟିଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories