www.samajalive.in
Wednesday, December 10, 2025
17.1 C
Bhubaneswar

୩୬ କିଲୋ ଗଞ୍ଜେଇ ସହ ଗାଡ଼ି ଜବତ

ମୋହନା : ଗଜପତି ଜିଲ୍ଲା ଅଡ଼ବା ପୁଲିସ ଏସଆଇ ରବିନ୍ଦ୍ର କୁମାର ପାତ୍ର ଓ କର୍ମଚାରୀ ଶୁକ୍ରବାର ଦିନ ସକାଳେ ଗୁଲୁବା ଅଞ୍ଚଳରେ ପାଟ୍ରୋଲିଙ୍ଗ କରୁଥିବା ବେଳେ ରାସ୍ତା କଡରେ ଏକ କାର ଦେଖି ଅଟକିଥିଲେ। ଏହି ସମୟରେ ପୁଲିସକୁ ଦେଖି ମାଫିଆ ମାନେ ଗାଡି ଛାଡି ଦଉଡି ପଳାଇଥିଲେ। ଗାଡିଟିକୁ ଯାଞ୍ଚ ବେଳେ ସେଥିରେ ଗଞ୍ଜେଇ ଥିବା ଜାଣି ପାରିଥିଲେ। ମାଜିଷ୍ଟ୍ରେଟ ଦାୟିତ୍ଵରେ ଥିବା ସହକାରୀ ତହସିଲଦାର ଆଶିଷ କୁମାର ପ୍ରଧାନଙ୍କ ଉପସ୍ଥିତରେ ଓଜନ କରିବାରୁ ତାହା ୩୬ କିଲୋ ୬୦୦ ଗ୍ରାମ ହୋଇଥିଲା । ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରାଯିବ ବୋଲି ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର କହିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories