www.samajalive.in
Wednesday, November 19, 2025
29.1 C
Bhubaneswar

ଶସ୍ତା ହେବ ୩୬ ଜୀବନ ରକ୍ଷାକାରୀ ଔଷଧ, ବୀମା କ୍ଷେତ୍ରରେ ୧୦୦% ଏଫଡିଆଇକୁ ଅନୁମତି

ସମାଜ ଡିଜିଟାଲ ଡେସ୍କ: କର୍କଟ ଏବଂ ଅନ୍ୟାନ୍ୟ ଗୁରୁତର ଦୂରାରୋଗ୍ୟ ରୋଗ ପାଇଁ ଦରକାର ପଡ଼ୁଥିବା ଜୀବନ ରକ୍ଷାକାରୀ ଔଷଧ ଶସ୍ତା ହେବ। ଏହି ଔଷଧଗୁନିକ ଉପରୁ ସରକାର ସମ୍ପୂର୍ଣ୍ଣ ରୂପେ ସୀମା ଶୁଳ୍କ ଛାଡ଼ କରାଯିବ। ସେହିପରି ଅନ୍ୟ କିଛି ଔଷଧ ଉପରୁ ଆଂଶିକ ରୂପେ ସୀମା ଶୁଳ୍କ ଛାଡ଼ କରାଯିବ ବୋଲି ଅର୍ଥମନ୍ତ୍ରୀ ବଜେଟରେ ଘୋଷଣା କରିଛନ୍ତି।

ସେହିପରି ବୀମା କ୍ଷେତ୍ର ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜି ନିବେଶକୁ ସରକାର ବୃଦ୍ଧି କରିଛନ୍ତି। ପୂର୍ବରୁ ଏହା ୭୫% ରହିଥିବାବେଳେ ବଜେଟରେ ତାହାକୁ ୧୦୦% କରାଯାଇଛି।

Hot this week

ରଣଜୀ ଟ୍ରଫି : ଓଡିଶାର ପ୍ରଥମ ବିଜୟ

ଭୁବନେଶ୍ୱର:ରଣଜୀ ଟ୍ରଫିରେ ଚଳିତ ସିଜନରେ ଓଡିଶାର ପ୍ରଥମ ବିଜୟ ହୋଇଛି। ନାଗାଲାଣ୍ଡକୁ...

ଶପଥ ନେବେ ନୀତିଶ : ବଦଳିଲା ସମୟ

ସମାଜ ଲାଇଭ ଡ଼େସ୍କ : ଆସନ୍ତାକାଲି ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ...

ସାପ କାମୁଡା ମୃତ୍ୟୁ ପାଇଁ ୧୦ ଲକ୍ଷ !

ଭୁବନେଶ୍ଵର: ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ...

ମାରି​ଦେଲା ଚିପ୍ସ ପ୍ୟାକେଟ୍ ଖେଳନା

ବାଲିଗୁଡ଼ା: ଏମିତି ବି ଆସେ ମୃତ୍ୟୁ। ବାଲିଗୁଡା ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ...

ଶୀତ ଦିନେ ଗୁଡ ଖାଇଲେ ମିଳିବ ଅନେକ ଫାଇଦା

ସମାଜ ଲାଇଭ ଡ଼େସ୍କ : ଶୀତଦିନ ଆସିବା ସହିତ ଗୁଡ଼ ବଜାରରେ...

Related Articles

Popular Categories