www.samajalive.in
Sunday, December 14, 2025
19.1 C
Bhubaneswar

ଦିନକରେ ୩୬୫୦ କୋଭିଡ ଆକ୍ରାନ୍ତ ଚିହ୍ନଟ; ଖୋର୍ଦ୍ଧାରୁ ୬୦୪, କଟକ ୪୮୫

ଭୁୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୫୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୦୯୮ ଏବଂ ସ୍ଥାନୀୟ ସଂକ୍ରମିତ ୧୫୫୨ ଜଣ ରହିଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୦୪ ଏବଂ କଟକରୁ ୪୮୫ ଜଣ ରହିଥିବା ଜଣାଯାଇଛି। ଏଥିସହିତ ଅନୁଗୁଳ ଜିଲାରୁ ୧୧୨, ବାଲେଶ୍ୱର ୨୭୮, ବରଗଡ ୪୫, ଭଦ୍ରକ ୧୭୦, ବଲାଙ୍ଗୀର ୧୬, ବଉଦ ୪୧, ଦେବଗଡ ୪, ଢେଙ୍କାନାଳ ୧୧୦, ଗଜପତି ୮, ଗଞ୍ଜାମ ୧୪, ଜଗତସିଂହପୁର ୧୩୮, ଯାଜପୁର ୩୩୨, ଝାରସୁଗୁଡା ୮ ଏବଂ କଳାହାଣ୍ଡି ଜିଲାରୁ ୨୩ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି କନ୍ଧମାଳ ଜିଲାରୁ ୨୬, କେନ୍ଦାପଡା ୧୦୬, କେନ୍ଦୁଝର ୬୮, କୋରାପୁଟର ୧୦୪, ମାଲକାନଗିରି ୬୭, ମୟୁରଭଞ୍ଜ ୧୪୫, ନବରଙ୍ଗପୁର ୬୯, ନୟାଗଡ ୧୨୨, ନୂଆପଡା ୧୦, ପୁରୀ ୧୮୭, ରାୟଗଡା ୧୦୬, ସମ୍ବଲପୁର ୩୫, ସୋନପୁର ୨୨, ସୁନ୍ଦରଗଡ ୧୦୬ ଏବଂ ଷ୍ଟେଟପୁଲରୁ ୮୯ ଜଣଙ୍କୁ ଚିହ୍ନଟ କରାଯାଇଛି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୫୩୦୧୨ ଜଣ ସୁସ୍ଥ ହୋଇସାରିଥିବାବେଳେ ସଂପ୍ରତି ୩୩୭୭୦ ଜଣ ସକ୍ରିୟ ସଂକ୍ରମିତ ରହିଥିବା ସରକାରୀ ସୂତ୍ରରୁ କୁହାଯାଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories