www.samajalive.in
Saturday, December 6, 2025
15.1 C
Bhubaneswar

ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୩୭ ଡିଗ୍ରୀ ରେକର୍ଡ

ଭୁବନେଶ୍ଵର: ଜଳୁଛି ସାରା ଓଡିଶା। ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର, ବୌଦ୍ଧରେ ପାରଦ ୪୦ ଡିଗ୍ରୀ ଛୁଇଁଲାଣି। ଆଗକୁ ଚୈତ୍ର, ବୈଶାଖ ଓ ଜ୍ୟେଷ୍ଠ ମାସ ରହିଛି। ଖରାର ଦାଉ ଆହୁରି ବଢ଼ିବ।  ଆଜି ଦିନ ସାଢେ ୧୧ଟା ସୁଦ୍ଧା ଝାରସୁଗୁଡାରେ ୩୭ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି କେନ୍ଦୁଝରରେ ୩୬.୪, ସମ୍ବଲପୁରରେ ୩୬.୨ , ରାଉରକେଲାରେ ୩୫.୪ ଡିଗ୍ରୀ ରହିଛି। ଆଜି ସିଭିୟର ହିଟଓ୍ବେଭ୍ ପାଇଁ ୩ ଜିଲ୍ଲାକୁ ରେଡ୍,  ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୧୮ ତାରିଖ ଯାଏଁ ଏଭଳି ସ୍ଥିତିରୁ ନିସ୍ତାର ନାହିଁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories