www.samajalive.in
Saturday, December 6, 2025
26.1 C
Bhubaneswar

ଲକ୍ଷ୍ମୀ ବସ୍‌‌ ଯୋଜନାରେ ୩୭୪ କୋଟିର କ୍ଷତି ! ଉତ୍ତର ରଖିଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶର ତୃତୀୟ ଦିନରେ ବିରୋଧୀଙ୍କ ହୋହାଲ୍ଲା ଭିତରେ ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ପ୍ରଧାନ। ଏହି କ୍ରମରେ ଲକ୍ଷ୍ମୀ ବସ ଯୋଜନା ବିଷୟ ଉଠାଇ କେତେ ଲାଭ ଓ କେତେ କ୍ଷତି ହୋଇଥିବାର ହିସାବ ମାଗିଥିଲେ ବିଧାୟକ। ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ କହିଛନ୍ତି ଯେ ସାରା ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଲକ୍ଷ୍ମୀ ବସ୍‌‌ ଗୋଟିଏ ବର୍ଷର୍ରେ ମୋଟ ୩୯୯ କୋଟି ୧୨ ଲକ୍ଷ ୪୪ହଜାର ୬୪୦ ଟଙ୍କା ଖର୍ଚ୍ଚ ହୋଇଥିଲା। ଏଥିରୁ ଆଦାୟ ହୋଇଥିଲା ମାତ୍ର ୨୫କୋଟି ୩ଲକ୍ଷ। ଏହି ଯୋଜନାରେ ୩୭୪କୋଟି ୮ଲକ୍ଷ ୫୮ହଜାର ଟଙ୍କାର କ୍ଷତି ହୋଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories