www.samajalive.in
Saturday, December 6, 2025
16.1 C
Bhubaneswar

ଦେଶରେ ୩୮,୬୬୭ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮,୬୬୭ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକ ମଧ୍ୟରେ ୩୫,୭୪୩ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆରୋଗ୍ୟ ହାର ୯୭.୪୫% ରହିଛି। ଏହାକୁ ମିଶାଇ ଦେଶରେ ମୋଟ ୩,୧୩,୩୮,୦୮୮ ଜଣ ସୁସ୍ଥ ହୋଇସାରିଲେଣି। ଦେଶରେ ଦୈନିକ ସଂକ୍ରମଣ ହାର ୧.୭୩% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୦୫% ରହିଛି। ଗତ ଶୁକ୍ରବାର ସଂଧ୍ୟା ସୁଦ୍ଧା ଦେଶରେ ମୋଟ ୪୯.୧୭ କୋଟି ନମୁନା ପରୀକ୍ଷା କରାଯାଇଛି ଏବଂ ଏହି ସମୟ ମଧ୍ୟରେ ୫୩.୬୧ କୋଟି ଟିକା ଦିଆଯାଇଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories