www.samajalive.in
Monday, December 15, 2025
26.1 C
Bhubaneswar

ଦେଶରେ ୩୮,୯୪୯ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮,୯୪୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିଭଳି ଗୋଟିଏ ଦିନରେ ୪୦,୦୨୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଏପର୍ଯ୍ୟନ୍ତ ମୋଟ ୩,୦୧,୮୩,୮୭୬ ଜଣ ଆରୋଗ୍ୟଲାଭ କରିସାରିଛନ୍ତି। ଦେଶରେ ଆରୋଗ୍ୟ ହାର ୯୭.୨୮% ରହିଛି।

ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୪୨୨ ରହିଛି। ଦୈନିକ ସଂକ୍ରମଣ ହାର ୧.୯୯% ହୋଇଥିବାବେଳେ ସାପ୍ତାହିକ ସଂକ୍ରମଣ ହାର ୨.୧୪% ରହିଛି। ଦେଶରେ ଏପର୍ଯ୍ୟନ୍ତ ମୋଟ ୪୪ କୋଟି କୋଭିଡ ନମୁନା ପରୀକ୍ଷା କରାଯାଇସାରିଛି। ସେହିଭଳି ୩୯.୫୩ କୋଟି ପାନ କୋଭିଡ ଟିକା ଦିଆଯାଇସାରିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories