www.samajalive.in
Monday, December 8, 2025
14.1 C
Bhubaneswar

ଦେଶରେ ଆଉ ୩୯,୩୬୧ କରୋନା ସଂକ୍ରମିତ ଚିହ୍ନଟ; ଦିନକରେ ସୁସ୍ଥ ହେଲେ ୩୫,୯୬୮

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯,୩୬୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଗୋଟିଏ ଦିନରେ ୩୫,୯୬୮ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏଥିସହିତ କରୋନାରୁ ଆରୋଗ୍ୟ ହାର ୯୭.୩୫% ହୋଇଛି।

ଦେଶରେ ଏପର୍ଯ୍ୟନ୍ତ ମୋଟ ୩,୦୫,୭୯,୧୦୬ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି। ସଂପ୍ରତି ୪,୧୧,୧୮୯ ଜଣ ସକ୍ରିୟ କରୋନା ଆକ୍ରାନ୍ତ ରହିଛନ୍ତି। ଦେଶରେ ରବିବାର ସଂଧ୍ୟା ସୁଦ୍ଧା ୪୫.୭୪ କୋଟି ନମୁନା ପରୀକ୍ଷା କରାଯାଇସାରିଛି। ଦୈନିକ ସଂକ୍ରମଣ ହାର ୩.୪୧% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୩୧% ରହିଥିବା ଜଣାଯାଇଛି। ଏହି ସମୟ ମଧ୍ୟରେ ମୋଟ ୪୩,୫୧ କୋଟି ପାନ ଟିକା ଦିଆଯାଇସାରିଛି।

- Advertisement -

ଏଥିସହିତ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୪,୨୦,୯୬୭କୁ ବୃଦ୍ଧିପାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories