www.samajalive.in
Monday, December 15, 2025
24.1 C
Bhubaneswar

ଅପରାହ୍ନ ୩ଟା ମୁଖ୍ୟ ଖବର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ‘ମିତ୍ର ବିଭୂଷଣ’ ସମ୍ମାନ.. କଲୋମ୍ବୋ ଗସ୍ତରେ ଥିବା ମୋଦୀଙ୍କୁ ସମ୍ମାନିତ କଲେ ଶ୍ରୀଲଙ୍କା ରାଷ୍ଟ୍ରପତି ଅନୁରା ଦିସାନାୟକେ..

ରାଜ୍ୟରେ ଆସନ୍ତା ୧୧ ତାରିଖରେ ‘ଆୟୁଷ୍ମାନ ଭାରତ’ର ଶୁଭାରମ୍ଭ.. ବାଲିଯାତ୍ରା ପଡ଼ିଆରେ ଶୁଭାରମ୍ଭ କରିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା..

- Advertisement -

ଯାଜପୁରର ପାଣିକୋଇଲି ଥାନା ପୁରୁଣା ଟୋଲଗେଟ ନିକଟରେ ଦୁର୍ଘଟଣା.. ଅଜଣା ଗାଡ଼ି ଧକ୍କାରେ ବାପାମାଆ ମୃତ, ପୁଅ ଆହତ..

ପଞ୍ଚଭୂତରେ ଲୀନ ହେ​‌ଲେ ବର୍ଷିୟାନ୍‌ ଅଭିନେତା ମନୋଜ କୁମାର.. ମୁମ୍ବାଇର ଜୁହୁସ୍ଥିତ ପବନହଂସ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ କୃତ୍ୟ ସମ୍ପନ୍ନ..

ଟ୍ରେନରେ ଓଡ଼ିଆ ନାବାଳିକାଙ୍କୁ ଦୁଷ୍କର୍ମ.. ପରିବାର ସହ ସିକନ୍ଦରାବାଦ ଯାଉଥିବା ନାବାଳିକାଙ୍କୁ ଟ୍ରେନ ଶୌଚାଳୟରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ.. ଅଭିଯୁକ୍ତ ବିହାରର ଜଣେ ଯୁବକ ଗିରଫ ହୋଇଥିବା ସୂଚନା..

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories