www.samajalive.in
Saturday, December 13, 2025
27.1 C
Bhubaneswar

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ ନିତୁ ଅରୋରାଙ୍କୁ ଗିରଫ କଲା ସିବିଆଇ….

() ମହାନଦୀ ପ୍ରସଙ୍ଗରେ ବିଜେଡି-ବିଜେପି ମୁହାଁମୁହିଁ…ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ କହିଲେ ମହାନୀକୁ ହତ୍ୟା କରିବାକୁ ଚାଲିଛି ଷଡଯନ୍ତ୍ର….

- Advertisement -

() ଭୁବନେଶ୍ଵର କିସ୍ ରେ ଆଦିବାସୀ ଛାତ୍ରର ସନ୍ଦେହଜନକ ମୃତ୍ୟୁ…କେନ୍ଦୁଝର ଟାଉନ୍ ଥାନାରେ ପରିବାର ଆଣିଲେ ହତ୍ୟା ଅଭିଯୋଗ…

() ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ ପ୍ରବଳ ଭିଡ…ପାଖରୁ ଦେଖିବାର ସୁଯୋଗ ନ ପାଇ ତାତିଲେ ପ୍ରଶଂସକ…

() କେନ୍ଦ୍ରାପଡାରେ ନବମ ଶ୍ରେଣୀ ଛାତ୍ର ପକେଟରୁ ବାହାରିଲା ବନ୍ଧୁକ… ଶିକ୍ଷକ କଲେ ଜବତ….

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories