www.samajalive.in
Sunday, December 14, 2025
19.1 C
Bhubaneswar

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ଘରେ ତୃତୀୟ ଦିନରେ ଚଢାଉ ଜାରି

ସମାଜ ଡିଜିଟାଲ ଡେସ୍କ: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବଦାସଙ୍କ ଘରେ ଆଜି ବି ତୃତୀୟ ଦିନରେ ଚଢାଉ ହୋଇଛି । ଆୟକର ଫାଙ୍କିବା ଅଭିଯୋଗରେ ଲଗାତାର ତୃତୀୟ ଦିନରେ ଚାଲିଛି ଚଢାଉ । ନବ ଦାସଙ୍କ ସମ୍ବଲପୁରା ମୁଦିପଡା ଘର ସମେତ ୪ଟି ସ୍ଥାନରେ ରେଡ ଚାଲିଛି । ଏହାସହିତ ବ୍ୟବସାୟିକ ପ୍ରତିଷ୍ଠାନ ଉପରେ ଆୟକର ବିଭାଗ ଚଢାଉ ଜାରି ରଖିଛି । ଭିଏସଏସ ମାର୍ଗରେ ଥିବା ହୋଟେଲ ମାଣ୍ଡାରିନ, ଭାଲୁପାଲି ସ୍ଥିତ ଏକ ହୋଟେଲ ଓ ଅଇଁଠାପାଲି ସ୍ଥିତ ଏକ ମଲ୍‍ ଏବଂ ଶାନ୍ତି ନଗର ସ୍ଥିତ ସହଯୋଗୀଙ୍କ ଘରେ ଚଢାଉ ଜାରି ରହିଛି । ଚଢାଉ ନେଇ ଏଯାବତ ନବଙ୍କ ପରିବାରର ସଦସ୍ୟଙ୍କ କୌଣସି ପ୍ରତିକ୍ରିୟା ମିଳିନାହିଁ ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories