ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ – ରଣାଙ୍ଗନରେ ଲୋକସଭା ପାଇଁ ୬୪ ଓ ବିଧାନସଭା ପାଇଁ ୩୮୩ ପ୍ରାର୍ଥୀ

ଡେସ୍କ: ମେ’ ୨୫ରେ ରାଜ୍ୟରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଲୋକସଭା ପାଇଁ ୬୪ ଜଣ ଓ ବିଧାନସଭା ପାଇଁ ୩୮୩ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି। ନିର୍ବାଚନ ହେବାକୁ ଥିବା ସଂସଦୀୟ ଆସନ ମଧ୍ୟରୁ କେନ୍ଦୁଝର ଆସନ ଅନୁସୂଚିତ ଜାତି ବର୍ଗ ପାଇଁ ସଂରକ୍ଷିତ ଥିବା ବେଳେ ସମ୍ବଲପୁର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ଵର ସଂସଦୀୟ ଆସନ ସାଧାରଣ ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ। ସଂସଦୀୟ ଆସନ ପାଇଁ ପ୍ରତିଦ୍ୱନ୍ଦିତା କରୁଥିବା ୬୪ ଜଣ … Continue reading ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ – ରଣାଙ୍ଗନରେ ଲୋକସଭା ପାଇଁ ୬୪ ଓ ବିଧାନସଭା ପାଇଁ ୩୮୩ ପ୍ରାର୍ଥୀ