www.samajalive.in
Saturday, December 6, 2025
23.1 C
Bhubaneswar

ଦେଶରେ ଦିନକରେ ୪.୧୨ ଲକ୍ଷ ନୂଆ ସଂକ୍ରମିତ; ୩୯୮୦ ମୃତ

ନୂଆଦିଲ୍ଲୀ: ବୁଧବାର ଦିନ ଦେଶରେ ୪.୧୨ ଲକ୍ଷ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ ଗୋଟିଏ ଦିନରେ ୩୯୮୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସରକାରୀ ସୂତ୍ର ଅନୁଯାୟୀ ଗୋଟିଏ ଦିନରେ ଏତେ ସଂଖ୍ୟକ ସଂକ୍ରମିତ ପ୍ରାଣ ହରାଇବା ଏହା ପ୍ରଥମ ଘଟଣା। ଏହାଦ୍ୱାରା ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୩୦,୧୬୮କୁ ବୃଦ୍ଧିପାଇଛି। ଦେଶରେ ଏପର୍ଯ୍ୟନ୍ତ ମୋଟ ୧୬ କୋଟି ୨୫ ଲକ୍ଷ ୧୩ ହଜାର ୩୩୯ ପାନ ଟିକାକରଣ କରାଯାଇସାରିଛି। ଦେଶରେ କରୋନା ସଂକ୍ରମଣରୁ ୧ କୋଟି ୭୨ ଲକ୍ଷ ୮୦ ହଜାର ୮୪୪ ଜଣ ସୁସ୍ଥ ହୋଇସାରିଛନ୍ତି। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩୫ ଲକ୍ଷ ୬୬ ହଜାର ୩୯୮ରେ ପହଞ୍ଚିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories