www.samajalive.in
Saturday, December 6, 2025
15.1 C
Bhubaneswar

ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢାଉ ଘଟଣା: ୪ ଗିରଫ

ଭୁବନେଶ୍ବର: ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ ଘଟଣାରେ ଶୁକ୍ରବାର ୪ ଜଣଙ୍କୁ ଗିରଫ କରାଯାଇଛି। ଜଣେ ବରିଷ୍ଠ ଅଧିକାରୀଙ୍କ ସହ ୪ ଜଣଙ୍କୁ ଗିରଫ କରିଛି ସିବିଆଇ। ଗିରଫ ଅଭିଯୁକ୍ତମାନେ ହେଲେ ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଞ୍ଜିନିୟର ସରୋଜ ଦାସ, ଠିକାଦାର ସୁମନ୍ତ ରାଉତ, କେସିଟି ଗ୍ରୁପର ଶଙ୍ଖଶୁଭ୍ର ମିତ୍ର ଏବଂ ଓଏସଏଲର ଡିଜିଏମ୍ ସୂର୍ଯ୍ୟ ନାରାୟଣ ସାହୁ। ଏହାବ୍ୟତୀତ କେସିଟି ଗ୍ରୁପର ଦେବପ୍ରିୟ ମହାନ୍ତି ଓ ମହିମାଙ୍କ ପୁଅ ତଥା ଓଏସଏଲର ଚର୍ଚ୍ଚିତ ମିଶ୍ରଙ୍କୁ ଅଭିଯୁକ୍ତ ଦର୍ଶାଯାଇଛି। ବିଭିନ୍ନ ସ୍ଥାନରେ ଚଢାଉ ବେଳେ ସେମାନଙ୍କଠାରୁ ୮୪.୫ ଟଙ୍କା ଜବତ କରାଯାଇଛି।

ସୂଚନାଯୋଗ୍ୟ, ୬୦ ଲକ୍ଷ ଟଙ୍କାର କାମ କରାଇଦେବା ପାଇଁ ୨୫ ଲକ୍ଷ ଟଙ୍କା ଲାଞ୍ଚ ମାମଲାକୁ ନେଇ ୨୪ ଘଣ୍ଟାର ମାରାଥନ ଚଢ଼ାଉ ପରେ ସିବିଆଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories