www.samajalive.in
Monday, December 15, 2025
24.1 C
Bhubaneswar

ଏମ୍‌ସ କର୍ମଚାରୀଙ୍କୁ ହତ୍ୟା ଘଟଣାରେ ୪ ଗିରଫ

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱର ଏମ୍ସ କର୍ମଚାରୀ ସୁଧାଂଶୁ ଖୁଣ୍ଟିଆଙ୍କୁ ଗୁଳି କରି ହତ୍ୟା କରାଯିବା ଘଟଣାରେ ମଙ୍ଗଳବାର ୪ ଅଭିଯୁକ୍ତ ଗିରଫ ହୋଇଛନ୍ତି। ସୁଧାଂଶୁଙ୍କ ଦାଦା ଓ ତାଙ୍କ ପୁଅ ସମତେ ମୋଟ ୪ ଜଣଙ୍କୁ ଗିରଫ କରିଛି କମିଶନରେଟ ପୁଲିସ।

ସୂଚନାଯୋଗ୍ୟ, ଡ୍ୟୁଟିକୁ ଆସୁଥିବା ବେଳେ ସୁଧାଂଶୁଙ୍କୁ ଗୋଡାଇ ଗୋଡାଇ ଗୁଳି କରି ହତ୍ୟା କରାଯାଇଥିଲା। ସେ ଭୁବନେଶ୍ଵର ଏମ୍‌ସରେ ଲ୍ୟାବ୍‍ ଆସିଷ୍ଟାଣ୍ଟ ଭାବେ କାର୍ଯ୍ୟ କରୁଥିଲେ। ଦୁର୍ବୃତ୍ତମାନେ ସୁଧାଂଶୁଙ୍କୁ ୩ ରାଉଣ୍ଡ ଗୁଳି କରିଥିଲେ। ସୁଧାଂଶୁଙ୍କ ଘର ସରକନ୍ତରା ଗାଁରେ। ଜମିବାଡି କାରବାରକୁ ନେଇ ତାଙ୍କୁ ହତ୍ୟା କରାଯାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories