www.samajalive.in
Saturday, December 6, 2025
16.1 C
Bhubaneswar

ରେଳଧାରଣାରୁ ୪ ମୃତଦେହ ମିଳିବା ଘଟଣା: ୫ ଅଭିଯୁକ୍ତ ଗିରଫ

ସୁନ୍ଦରଗଡ: ରେଳଧାରଣାରୁ ୪ ମୃତଦେହ ମିଳିବା ଘଟଣାରେ ପୁଲିସ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ପାରିବାରିକ ବିବାଦକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି। ସୂଚନା ମୂତାବକ ଶନିବାର ଦିନ ତାଲାବୁରୁ ଏବଂ କେନ୍ଦୋପୋସି ରେଳ ଷ୍ଟେସନ ନିକଟରୁ ୪ ମୃତଦେହ ଠାବ ହୋଇଥିଲା। ଯାହା ସାରା ଅଞ୍ଚଳରେ ଆତଙ୍କ ଖେଳାଇଥିଲା। ବର୍ତ୍ତମାନ ପୁଲିସ ଘଟଣା ଉପରୁ ପରଦା ହଟାଇଛି। ଘଟଣାରେ ପୁଲିସ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ମଙ୍ଗଲ ସିଂ ସିଙ୍କୁ , ମୋଟ୍ରା ସିଙ୍କୁ , ଜୋଜେନ୍ ସିଙ୍କୁ, ସୋମା ସିଙ୍କୁ ଏବଂ ଟୁପାରା ସିଙ୍କୁ ବୋଲି ଜଣାପଡିଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories