www.samajalive.in
Saturday, December 13, 2025
26.1 C
Bhubaneswar

ସଡ଼କ ଦୁର୍ଘଟଣାରେ ୪ ଶ୍ରଦ୍ଧାଳୁ ମୃତ

ଲକ୍ଷ୍ନୌ: ମହାକୁମ୍ଭରେ ବୁଡ଼ ପକାଇ ଫେରୁଥିବାବେଳେ ସଡ଼କ ଦୁର୍ଘଟଣାର ଶିକାର ହୋଇ ୪ ଜଣ ଶ୍ରଦ୍ଧାଳୁ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ସୋନି ଯାଦବ ନାମ୍ନୀ ଜଣେ ମହିଳା ଡାକ୍ତର ସାମିଲ ଅଛନ୍ତି। ମୃତାହତମାନେ ପ୍ରୟାଗରାଜରୁ ଫେରୁଥିବାବେଳେ ଶୁକ୍ରବାର ରାତିରେ ବାରାଣସୀ-ଗୋରଖପୁର ରାଜପଥରେ ସେମାନଙ୍କ କାର୍‌ ଏକ ଟ୍ରକ୍‌କୁ ପଛରୁ ଧକ୍କା ଦେଇଥିଲା। ଫଳରେ ସୋନିଙ୍କ ସମେତ ୪ ଜଣ ପ୍ରାଣ ହରାଇଥିବାବେଳେ ଅନ୍ୟ ଜଣେ କାର୍‌ ଆରୋହୀ ଆହତ ହୋଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories