www.samajalive.in
Monday, December 15, 2025
24.1 C
Bhubaneswar

ସ୍କର୍ପିଓକୁ ଧକ୍କା ଦେଲା ଟ୍ରକ, ୪ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ମହାରାଷ୍ଟ୍ରର ଆକ୍କାଲକୋଟ ଜିଲାରେ ବୁଧବାର ଏକ ସ୍କର୍ପିଓ ଏବଂ ଟ୍ରକ ମଧ୍ୟରେ ଧକ୍କା ହେବା ଫଳରେ ୪ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ପୁରୁଷ ଏବଂ ୨ ଜଣ ମହିଳା ଅଛନ୍ତି। ନାନ୍ଦେଡ ଜିଲାରୁ ୧୧ ଜଣ ଶ୍ରଦ୍ଧାଳୁ ଅକ୍କାଲକୋଟରେ ଥିବା ଏକ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିଲେ। ମିଣ୍ଡାର୍ଗି ନିକଟରେ ଏକ ଟ୍ରକ ସେମାନଙ୍କ ଗାଡ଼ିକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ସ୍କର୍ପିଓଟି ସମ୍ପୂର୍ଣ୍ଣ ଚୁରମାର ହୋଇଯାଇଛି। ଆହତମାନଙ୍କୁ ଆକ୍କାଲକୋଟସ୍ଥିତ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ତଦନ୍ତ ଚଳାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories