www.samajalive.in
Saturday, December 6, 2025
23.1 C
Bhubaneswar

କଣାସ ଅଞ୍ଚଳରେ ଝାଡ଼ାବାନ୍ତି, ୪ ମୃତ

ସମାଜ ଡିଜିଟାଲ ଡେସ୍କ: ପୁରୀ ଜିଲା କଣାସ ଅଞ୍ଚଳ​‌ରେ ଝାଡ଼ାବାନ୍ତି ବ୍ୟାପୁଥିବା ସୂଚନା ମିଳିଛି। ଝାଡ଼ାବାନ୍ତିରେ ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କ ମୃତ୍ୟୁ ଘଟିଛି। ଗତ ଶନିବାର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ନୂଆଗାଁର ମାଗି ଦଳାଇ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ରବିବାର ନଈକୂଳ ପାଟଣାର ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ଦୟାନଦୀର ଦୂଷିତ ଜଳ ବ୍ୟବହାର ଯୋଗୁ ଝାଡ଼ାବାନ୍ତି ବ୍ୟାପୁଥିବା ଜଣାପଡ଼ିଛି।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories