www.samajalive.in
Saturday, December 6, 2025
19.1 C
Bhubaneswar

ବନ୍ଦ ହେଲା ହୀରାକୁଦର ୪ ଫାଟକ

ସମାଜ ଡିଜିଟାଲ ଡେସ୍କ: ଉପର ମୁଣ୍ଡରୁ ହୀରାକୁଦକୁ ବର୍ଷାଜଳ ପ୍ରବାହ ହ୍ରାସ ପାଇଛି। ଯାହାଫଳରେ ଶନିବାର ଜଳଭଣ୍ଡାରର ୪ ଗେଟ୍‌କୁ ବନ୍ଦ କରିଦିଆଯାଇଛି। ଲଘୁଚାପ ପ୍ରଭାବରେ ମହାନଦୀ ଉପର ମୁଣ୍ଡରେ ବର୍ଷା ଯୋଗୁ ଛତିଶଗଡ଼ ଏବଂ ମଧ୍ୟପ୍ରବେଶ ଆଡୁ ହୀରାକୁଦକୁ ଜଳ ପ୍ରବାହ ବୃଦ୍ଧି ପାଇଥିଲା। ଫଳରେ ଜଳ ଭଣ୍ଡାରର ୨୪ଟି ଫାଟକ ଖୋଲାଯାଇଥିଲା। ଶନିବାର ସୁଦ୍ଧା ୨୦ ଫାଟକ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ବାମ ପାର୍ଶ୍ବରେ ୧୩ଟି ଏବଂ ଦକ୍ଷିଣ ପାର୍ଶ୍ବରେ ୭ଟି ଫାଟକ ଖୋଲାଯାଇଛି।

ଅନ୍ୟପଟେ ଦୁଇଦିନ ପରେ ମୁଣ୍ଡଳିରେ ବନ୍ୟାଜଳ ପ୍ରାୟ ୫ଲକ୍ଷ କ୍ୟୁସେକ୍ ଛୁଇଁବ। କିନ୍ତୁ ମହାନଦୀରେ ବନ୍ୟା ଆସିବ ନାହିଁ ବୋଲି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ କହିଛନ୍ତି। ଶୁକ୍ରବାର ରାତି ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୬.୫୬ ଫୁଟ ରେକର୍ଡ଼ କରାଯାଇଛି। ଜଳଭଣ୍ଡାରର ସର୍ବାଧିକ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories