www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ନ ୪ଟାର ମୁଖ୍ୟଖବର

କଟକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହା… ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ କଲେ ପରିଦର୍ଶନ…. ପରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ‘ପ୍ରଜାତନ୍ତ୍ରର ଅମୃତ ଉତ୍ସବ’ରେ ହେଲେ ସାମିଲ …

ରାଜ୍ୟଗୋଷ୍ଠୀ କ୍ରୀଡା ବ୍ୟାଡମିଣ୍ଟନ୍‍ ରେ ପିଭି ସିନ୍ଧୁଙ୍କୁ ସ୍ୱର୍ଣ୍ଣ .. ରାଜ୍ୟଗୋଷ୍ଠୀ କ୍ରୀଡାରେ ଏହା ସିନ୍ଧୁଙ୍କ ପ୍ରଥମ ସ୍ୱର୍ଣ୍ଣ ପଦକ..

- Advertisement -

ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି ସୁଦୃଶଃ-ଲଘୁଚାପ କ୍ଷେତ୍ର… ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ନେଇପାରେ ଅବପାତର ରୂପ… ପରେ ଓଡ଼ିଶା-ଛତିଶଗଡ଼ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବାର ରହିଛି ସମ୍ଭାବନା..

ଆଜି ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ରେଜଲ୍ଟ…  www.odisharesults.nic.inରେ ଉପଲବ୍ଧ ହେବ ଫଳ… ଚଳିତ ବର୍ଷ କଳା ଓ ଧନ୍ଦାମୂଳକରେ ପରୀକ୍ଷା ଦେଇଛନ୍ତି ୨ଲକ୍ଷ ୩୭ ହଜାର ପରୀକ୍ଷାର୍ଥୀ… ସୂଚନା ଦେଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ…

ଭିଜିଲାନ୍ସ ଜାଲରେ ଜିଏସଟି ଅତିରିକ୍ତ କମିଶନର .. କଟକ ସିଟି ଓ ଜିଏସଟିର ଅତିରିକ୍ତ କମିଶନର ପୀୟୂଷକାନ୍ତ ପାଣିଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରୁଛି ..  ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ଭିଜିଲାନ୍ସ ଟିମ୍‌ ୫ଟି ସ୍ଥାନରେ ଚଢ଼ାଉ

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories