www.samajalive.in
Monday, December 15, 2025
27.1 C
Bhubaneswar

ଆଜି ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ :ଶ୍ରୀମନ୍ଦିର ରତ୍ନ ସିଂହାସନରେ ଦାରୁବ୍ରହ୍ମଙ୍କୁ ଶନିବାର (ଆଜି) ପଇତାଲାଗି କରାଯିବ। ଏଥିପାଇଁ ଅପରାହ୍ଣ ୫ରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି । ପରମ୍ପରା ଅନୁଯାୟୀ ଠାକୁରଙ୍କ ଦ୍ବିତୀୟ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ବାଡ଼ଗ୍ରାହୀ ଦଇତାପତି ଭିତରେ ପ୍ରବେଶ କରିବେ। ଠାକୁରଙ୍କୁ ସେମାନେ ପଇତା ଲାଗି କରିବେ । ଏହାପରେ ଠାକୁରଙ୍କୁ ମହାସ୍ନାନ କରାଯିବ। ରାତିରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ତେବେ ପଇତାଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। ଅନ୍ୟ ଦେବଦେବୀଙ୍କୁ ସେମାନେ ଦର୍ଶନ କରିବା ସହ ଆନନ୍ଦ ବଜାରରେ ମହାପ୍ରସାଦ ସେବନ କରିପାରିବେ।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories