www.samajalive.in
Wednesday, December 10, 2025
23.1 C
Bhubaneswar

ଭାରସାମ୍ୟ ହରାଇ ଗଛ ପିଟିହେଲା କାର, ୪ ଗୁରୁତର

ଆରଡି: ଆଖଣ୍ଡଳମଣି-ଭଦ୍ରକ ମୁଖ୍ୟରାସ୍ତା ୩୫ ନମ୍ଵର ରାଜ୍ୟ ରାଜପଥର ଆରଡି ଫାଣ୍ଡି ଅଧିନ କୁଳେଇପଦା ହନୁମାନଛକ ନିକଟରେ ଶନିବାର ରାତିରେ ଏକ କାର ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟ ଓ ଗଛରେ ପିଟି ହୋଇ ଦୂର୍ଘଟଣା ଗ୍ରସ୍ତ ହୋଇଛି। କାରଟି ସମ୍ପୂର୍ଣ୍ଣ ଭାବେ ଭାଙ୍ଗିରୁଜି ଯିବା ସହ କାର ଚାଳକଙ୍କ ସମେତ ୪ଗୁରୁତ ଆହତ ହୋଇଛନ୍ତି। ସେମାନଙ୍କୁ ଭଦ୍ରକ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଂଚି ଦୁର୍ଘଟଣାଗ୍ରସ୍ତ କାରକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି।

Hot this week

ଭାରତରେ ପ୍ରତିଦିନ ୫୨ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ବିଶ୍ୱରେ ପ୍ରତି ୨ମିନିଟରେ ଜଣେ, କାରଣ କ’ଣ?

ସମାଜ ଡିଜିଟାଲ ଡେସ୍କ: ବିଶ୍ୱରେ ୨୦୨୩ ମସିହାରେ, ଗର୍ଭାବସ୍ଥା କିମ୍ବା ପ୍ରସବ...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣା; ଲୁଥ୍ରା ଭ୍ରାତାଙ୍କ ବିରୋଧରେ ବ୍ଲୁ କର୍ଣ୍ଣର ନୋଟିସ

ପାଣାଜୀ: ଗୋଆ ରାଜଧାନୀ ପାଣାଜୀସ୍ଥିତ ଏକ ନାଇଟ୍‌ କ୍ଲବରେ ଗତ ରବିବାର...

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

Related Articles

Popular Categories