www.samajalive.in
Monday, December 8, 2025
13.1 C
Bhubaneswar

କାର ଦୁର୍ଘଟଣାଗ୍ରସ୍ତ, ୪ ଆହତ

ପାତ୍ରପୁର: ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବାଦପୁର-ଗୁଣ୍ଡୁରା ରାସ୍ତାର ରାମେଶ୍ବର ମନ୍ଦିର ନିକଟରେ ଗୋଟିଏ କାର ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେବା ଫଳରେ ଗାଡ଼ିରେ ବସିଥିବା ଚାରି ଯୁବକ ଆହତ ହୋଇଛନ୍ତି। ସେମାନେ ଗୋଳନ୍ଥରା ଥାନା ହରିପୁର ଅଞ୍ଚଳର ୟୁ. ଚନ୍ଦ୍ରୁ, ୟୁ. ଚେଲପତି, କେ. ଜନାର୍ଦ୍ଦନ ଓ ଏ. ଲୋକେଶ। ସମସ୍ତ ଯୁବକ ଏକ କନ୍ୟା ପ୍ରସ୍ତାବ ଦେଖିବା ପାଇଁ ଗୁଣ୍ଡୁରା ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ଯୁବକମାନେ ପହଞ୍ଚି ସମସ୍ତଙ୍କୁ କାର ମଧ୍ୟରୁ ଉଦ୍ଧାର କରିବା ପରେ  ୧୦୮ ଆମ୍ବୁଲାନ୍ସ ଯୋଗେ ପାତ୍ରପୁର ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ପାତ୍ରପୁରରେ ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories