www.samajalive.in
Monday, December 8, 2025
27.1 C
Bhubaneswar

ଜଳିଗଲା ସେନା ଗାଡ଼ି; ୪ ଯବାନ ଶହୀଦ

ଜମ୍ମୁ: ଜମ୍ମୁ-କାଶ୍ମୀରର ପୁଞ୍ଛ ସ୍ଥିତ ଭାଟାଦୁଡିଆ ଅଞ୍ଚଳରେ ଥିବା ଜମ୍ମୁ-ପୁଞ୍ଛ ଜାତୀୟ ରାଜପଥରେ ଗୁରୁବାର ସେନାବାହିନୀ ଗାଡ଼ିରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଗାଡ଼ିଟି ଜଳିଯିବା ସହ ଏଥିରେ ୪ ଜଣ ଯବାନ ଶହୀଦ ହୋଇଥିବା ସୂଚନା ମିଳିଛି। ତେବେ ବର୍ତ୍ତମାନସୁଦ୍ଧା ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯାଇନାହିଁ।

ଅପରପକ୍ଷେ, ଖବର ପାଇ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ପୁଲିସ ଓ ସେନାକୁ ମଧ୍ୟ ଏନେଇ ସୂଚନା ଦିଆଯାଇଛି। ଘଟଣାସ୍ଥଳରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି। ତେବେ ଗାଡ଼ିରେ ନିଆଁ କେମିତି ଲାଗିଲା ସେନେଇ ଯାଞ୍ଚ କରାଯାଉଛି।

- Advertisement -

 

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories