BJD Bijuli 480×75 Mob

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୪ ମାଓବାଦୀ ମୃତ

BJD Bijuli 480×75 Mob

ଛତିଶଗଡ: ଏନ୍‌କାଉଣ୍ଟରରେ ୪ ମାଓବାଦୀ ମୃତ। ବିଜାପୁର ଟୁଙ୍ଗାଲି ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୪ ମାଓବାଦୀଙ୍କର ମୃତ୍ୟୁ ଘଟିଛି। ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ୍ ବେଳେ ଗୁଳି ବିନିମୟ ହୋଇଛି। ଗତ ୪ ଦିନରେ ବିଜାପୁରରେ ୮ ମାଓବାଦୀଙ୍କ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ମିଳିଛି।  ମାଓବାଦୀ ଲୁଚିଥିବା ସନ୍ଦେହରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

Comments are closed.