www.samajalive.in
Monday, December 15, 2025
16.1 C
Bhubaneswar

ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକ ଓ ପୁରୀ ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୦୮କୁ ବୃଦ୍ଧିପାଇଛି। ରାଜ୍ୟରେ ସଂପ୍ରତି କରୋନା ସଂକ୍ରମଣ ଏବଂ କରୋନା ଜନିତ ମୃତ୍ୟୁ ହ୍ରାସ ପାଇବା ଆଶ୍ୱସ୍ତିର ବିଷୟ ହୋଇଛି। ଏହାସତ୍ତ୍ୱେ ୧୮ ବର୍ଷରୁ କମ୍‍ ବୟସର ପିଲାମାନେ ଅଧିକ ସଂଖ୍ୟାରେ ସଂକ୍ରମିତ ହେଉଥିବା ଚିନ୍ତାର କାରଣ ପାଲଟିଛି। କରୋନାର ତୃତୀୟ ଲହର ସଂକ୍ରମଣ ଭୟ ଏପର୍ଯ୍ୟନ୍ତ ଯାଇନଥିବାରୁ କୋଭିଡ କଟକଣା କଡାକଡି ଭାବରେ ପାଳନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories