www.samajalive.in
Saturday, December 6, 2025
16.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

ଜାପାନ ହିରୋସିମାରେ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ..

- Advertisement -

ଜି-୭ ବୈଠକ ଅବସରରେ ଦୁଇ ବଡ ନେତାଙ୍କ ସାକ୍ଷାତ..

ୟୁକ୍ରେନ-ରୁଷିଆ ଯୁଦ୍ଧ ପରେ ଦୁଇ ଶୀର୍ଷ ନେତାଙ୍କ ପ୍ରଥମ ସାକ୍ଷାତ..

ଦୁଇ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା.. ବରିଷ୍ଠ ଅଧିକାରୀ ସାମିଲ..

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସିଦ୍ଦରମୈୟା.. ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଡିକେ ଶିବକୁମାର..

ଆବଶ୍ୟକ ହେଲେ ବଢିବ +୨ ସିଟ୍‌‌ ସଂଖ୍ୟା – ଗଣଶିକ୍ଷା ମନ୍ତ୍ରୀ..

ରାଜଧାନୀରେ ଡ୍ରୋନ୍ ସାହାଯ୍ୟରେ ଆକାଶମାର୍ଗରୁ ଅପରାଧ ଉପରେ ନଜର ରଖିବ କମିଶନରେଟ ପୁଲିସ..

ଡିସିପି କଲେ ଡ୍ରୋନ୍ ପାଟ୍ରୋଲିଂର ପରୀକ୍ଷଣ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories