www.samajalive.in
Sunday, December 7, 2025
14.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ହୀରାକୁଦ : ଉପରମୁଣ୍ଡରେ ଅଧିକ ବର୍ଷା .. ମୋଟ ୨୦ଟି ଗେଟ୍‍ ଦେଇ ଜଳ ନିଷ୍କାସନ ଆରମ୍ଭ ..

ହୀରାକୁଦ ତଳି ଅଂଚଳର ଲୋକମାନଙ୍କୁ ସତର୍କ ସୂଚନା ଦିଆଯାଇଛି..  ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ଏ ନେଇ ସତର୍କ ସୂଚନା ଜାରି କରିଛନ୍ତି..  ତଳ ଅଂଚଳକୁ ଜଳ ପ୍ରବାହ ତୀବ୍ର ଥିବାରୁ ନଦୀ ଭିତରକୁ ନ ଯିବାକୁ କୁହାଯାଇଛି.. ଲୋକମାନଙ୍କୁ ସତର୍କ କରିବା ଲାଗି ମାଇକ ଯୋଗେ ପ୍ରଚାର କରାଯାଉଛି..  ଆବଶ୍ୟକ ହେଲେ ଲୋକମାନଙ୍କୁ ସ୍ଥାନାନ୍ତରଣ କରାଯିବ ଓ ସେଥିପାଇଁ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ଜିଲ୍ଲାପାଳ କହିଛନ୍ତି..

- Advertisement -

ଆସନ୍ତା ୧୩ ଓ ୧୭ରେ ଦୁଇଟି ଲଘୁଚାପ ସୃଷ୍ଟି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ..  ୨୦ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ତଦନ୍ତରେ ଉତ୍କର୍ଷତା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶାର ୪ ପୁଲିସଙ୍କୁ ମିଳିବ ପଦକ। ଦେଶରେ ମୋଟ୍‌ ୧୫୧ ଜଣ ପୁଲିସ ଅଧିକାରୀଙ୍କୁ ଏହି ପଦକ ମିଳିବାକୁ ଥିବାବେଳେ, ସେମାନଙ୍କ ମଧ୍ୟରେ ଓଡ଼ିଶାରୁ ଜଣେ ଡିଏସ୍‌ପି ଓ ୩ଜଣ ଇନ୍ସପେକ୍ଟରଙ୍କୁ ରହିଛନ୍ତି

ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଦୁଇଟି ପ୍ରମୁଖ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ ମୟୁରଭଞ୍ଜ ହେଉଛି କଳା ଓ ସଂସ୍କୃତିର ମାଟି : ମୁଖ୍ୟମନ୍ତ୍ରୀ

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ .. ହୋଇପାରେ ୮ଟି ବିଭାଗର ପ୍ରସ୍ତାବ ପାରିତ..

ସ୍ବାଧୀନତା ଦିବସ ଅବସରରେ ସାହସିକତା ପାଇଁ ୯ ଜଣଙ୍କୁ ପୁଲିସ ପଦକ, ବିଶିଷ୍ଟ ସେବା ପାଇଁ ୨ ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ ଏବଂ ଉଲ୍ଲେଖନୀୟ ସେବା ପାଇଁ ୧୧ଜଣଙ୍କୁ ମିଳିବ ପଦକ

ଆଜି ସାରା ରାଜ୍ୟରେ ୧ରୁ ୧୯ ବର୍ଷ ବୟସ୍କ ପିଲାଙ୍କୁ ମାଗଣାରେ ବଣ୍ଟାଯିବ କୃମିନାଶକ ଔଷଧ

 

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories