www.samajalive.in
Sunday, December 7, 2025
23.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ପୁଣି ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନୀତୀଶ କୁମାର.. ୮ମ ଥର ପାଇଁ ସେ ବିହାରର ମୁଖ୍ୟମନ୍ତ୍ରୀ ହୋଇଛନ୍ତି..

ହାସ୍ୟାଭିନେତା ତଥା ବିଜେପି ନେତା ରାଜୁ ଶ୍ରୀବାସ୍ତବ ବୁଧବାର ହୃଦ୍‌ଘାତର ଶିକାର ହୋଇଛନ୍ତି ..  ଜିମ୍‌ରେ ବ୍ୟାୟାମ କରୁଥିବା ସମୟରେ ହଠାତ୍‌ ସେ ଚେତାଶୂନ୍ୟ ହୋଇ ପଡ଼ି ଯାଇଥିଲେ .. ଏହାପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି ..

- Advertisement -

ବାଣପୁରରେ ଲୋକଙ୍କ ଉପରେ ଗାଡ଼ି ମଡ଼ାଇଦେବା ଘଟଣା ଉପରେ ପ୍ରତିକ୍ରିୟା ରଖିଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ.. ବିଧାୟକ ଜାମିନ ପାଇ ଜେଲରୁ ମୁକୁଳିବା ପରେ ସେ କହିଛନ୍ତି, ମୁଁ ଘଟଣାକୁ ନେଇ ଆଦୌ ଅନୁତପ୍ତ ନୁହେଁ..

ବଦଳିଲା ରାଜ୍ୟ ସରକାରଙ୍କ ନିଷ୍ପତ୍ତି… ସ୍ବାଧୀନତା ଦିବସ ଉତ୍ସବରେ ସାମିଲ ହେବେ ଛାତ୍ରଛାତ୍ରୀ… ଶିକ୍ଷାନୁଷ୍ଠାନରେ ଶିକ୍ଷକ-ଶିକ୍ଷୟିତ୍ରୀ ମାନଙ୍କ ସହ ପିଲା ପାଳିବେ ଉତ୍ସବ… ଏନେଇ ଗଣମାଧ୍ୟମକୁ ସୂଚନା ଦେଲେ ଗଣଶିକ୍ଷାମନ୍ତ୍ରୀ… ଗତକାଲି ପିଲାମାନେ ସ୍ବାଧୀନତା ଦିବସ ଉତ୍ସବରେ ସାମିଲ ନହେବାକୁ ଦିଆଯାଇଥିଲା ନିର୍ଦେଶ..

ଛତିଶଗଡ଼ ମୁହାଁ ହେଉଛି ସକ୍ରିୟ ଅବପାତ.. ଆଜି ଦୁର୍ବଳ ହୋଇ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ହେବ ପରିଣତ.. ପ୍ରଭାବରେ ୧୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା… ୯ଜିଲ୍ଲାକୁ ଅରେଞ୍ଜ…୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ଆଉ ନାହାନ୍ତି ବିଶିଷ୍ଟ ନାଟ୍ୟକାର ତଥା ସଂଳାପକାର ରଞ୍ଜିତ ପଟ୍ଟନାୟକ… ଗତକାଲି ବିଳମ୍ବିତ ରାତିରେ କଟକର ଏକ ଘରୋଇ ଡାକ୍ତରଖାନାରେ ପରଲୋକ… ଅନେକ ସଫଳ ମଞ୍ଚ ନାଟକ, ଓଡ଼ିଆ ଚଳଚ୍ଚିତ୍ର ଓ ଧାରାବାହିକରେ ଲେଖିଥିଲେ କାହାଣୀ… ସଂଳାପ ପାଇଁ ସାଉଁଠିଥିଲେ ଅନେକ ପୁରସ୍କାର ଓ ପ୍ରଶଂସା…

ସୋର ୧୬ନଂ ଜାତୀୟ ରାଜପଥ ତଳନଗର ନିକଟରେ ଓଲଟିଲା ତୀର୍ଥଯାତ୍ରୀ ବସ୍… ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୭୦ ଯାତ୍ରୀ… ୭ ଗୁରୁତର, ୩୦ରୁ ଊର୍ଦ୍ଧ୍ଵ ଆହତ… ସମସ୍ତଙ୍କୁ ବାଲେଶ୍ୱର ଡାକ୍ତରଖାନାରେ ଭର୍ତ୍ତି …. ଚବିଶ ପ୍ରଗଣାରୁ ପୁରୀ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଯିବା ବେଳେ ଖସିପଡ଼ିଲା ବସ୍‌…

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories