ଦିନ ୪ଟା ମୁଖ୍ୟ ଖବର
ଦେଶ/ବିଦେଶ ଖବର
–ୟୁଏଇରେ ଖେଳାଯିବ ଆଇପିଏଲର ଅବଶିଷ୍ଟ ମ୍ୟାଚ, ବିସିସିଆଇ ବୈଠକରେ ନିଷ୍ପତ୍ତି
– ରାମଦେବଙ୍କୁ ଆଇଏମଏ ଉତ୍ତରାଖଣ୍ଡର ଚ୍ୟାଲେଞ୍ଜ: କହିଲା-କେଉଁ ଡାକ୍ତରଖାନା ଚିକିତ୍ସା ପାଇଁ ପତଞ୍ଜଳି ଔଷଧ ବ୍ୟବହାର କରୁଛନ୍ତି କୁହନ୍ତୁ
– କରୋନାର ଉତ୍ପତ୍ତିକୁ ନେଇ ଚୀନ ସମଗ୍ର ବିଶ୍ଵର ବୈଜ୍ଞାନିକମାନଙ୍କ ସହ ବିଶ୍ଵାସଘାତ କରିଛି: ବିଶେଷଜ୍ଞ
– ଅଲୀଗଡ଼ ବିଷାକ୍ତ ମଦମୃତ୍ୟୁ ଘଟଣା; ମୃତକଙ୍କ ସଂଖ୍ୟା ୩୧କୁ ବୃଦ୍ଧି
– ବ୍ରିଟେନରେ ୩ୟ ତରଙ୍ଗ ବିପଦ ଘନେଇଲା, ଦ୍ରୁତଗତିରେ ବଢ଼ୁଛି ବି.୧.୬୧୭.୨ ଭାରିଆଣ୍ଟ ସଂକ୍ରମଣ
– ଜୁନ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା, ଭଡ଼ା ବୃଦ୍ଧି କଲେ ସରକାର
– ଦେଶରେ ନୂଆ ସଂକ୍ରମିତ ୧.୭୩ ଲକ୍ଷ; ଆରୋଗ୍ୟ ହାର ୯୦.୮୦ %
– ଜନସନ ଆଣ୍ଡ୍ ଜନସନର ଗୋଟିଏ ପାନ କୋଭିଡ ଟିକାକୁ ବ୍ରିଟେନର ମଞ୍ଜୁରି
– ଡିସେମ୍ବର ସୁଦ୍ଧା ଭାରତରେ ସରିବ ଟିକାକରଣ
– ଜୁନ୍ ୩୦ ପର୍ଯ୍ୟନ୍ତ ଆନ୍ତର୍ଜାତିକ ଉଡାଣ ବନ୍ଦ
– କାନାଡ଼ା ସଂସଦର ଭିଡିଓ କନ୍ଫରେନ୍ସିଂ ସମୟରେ ପରିଶ୍ରା କରୁଥିବା ନଜର ଆସିଲେ ସାଂସଦ
– ଏଚଡିଏଫସି ବ୍ୟାଙ୍କ ଉପରେ ୧୦ କୋଟି ଟଙ୍କା ଜରିମାନା; ନିୟାମକ ବ୍ୟବସ୍ଥା ଅନୁପାଳନ କରିନଥିବା କାରଣରୁ ରିଜର୍ଭ ବ୍ୟାଙ୍କ ଲାଗୁକଲା ଜରିମାନା
– ୩୧ କୋଟି ଦେଇ ନୂଆ ଘର କିଣିଲେ ଅମିତାଭ ବଚନ
– ବିମାନ ଭିତରେ ବାଦୁଡି; ମଝି ଆକାଶରୁ ଫେରିଲା ଏୟାର ଇଣ୍ଡିଆ ବିମାନ
– ମହାରାଷ୍ଟ୍ରରେ କୋଠା ଭୁଷୁଡି ୭ ମୃତ
– ଚାଇନା ଯୁବତୀଙ୍କ କଣ୍ଠରେ ହିନ୍ଦୀ ଗୀତ ‘ଆଁଖେଁ ଖୁଲି’, ସାମାଜିକ ଗଣମାଧ୍ୟମରେ ଏବେ ଚର୍ଚ୍ଚାରେ
ରାଜ୍ୟ ଖବର
– କରୋନାରେବୁର୍ଲା ଭୀମସାରର ଦନ୍ତ ବିଭାଗ ମୁଖ୍ୟ ପ୍ରଫେସର ଅନୁପ ଶତପଥୀଙ୍କ ଦେହାନ୍ତ
– ବାରହା ଫାଶରେ ଲାଗି ନାବାଳିକା ଗୁରୁତର, ତେଲକୋଇ ବନାଞ୍ଚଳ ଅଧୀନ ଦେଉଳଡିହା ପଞ୍ଚାୟତ ଉଦୟଗିରି ଗ୍ରାମର ଘଟଣା
– ରାଜ୍ୟରେ ୭୧୮୮ ନୂଆ ସଂକ୍ରମିତ ; ଖୋର୍ଦ୍ଧାରୁ ସର୍ବାଧିକ ୧୧୩୪
– ରାଜ୍ୟରେ ଆଉ ୩୫ ସଂକ୍ରମିତ ମୃତ; ମୋଟ ମୃତ୍ୟୁ ସଂଖ୍ୟା ୨୬୮୬
– ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ
– ପହିଲାରୁ ଖୋଲିବ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ
– ନବୀନଙ୍କ ପଞ୍ଚମ ପାଳିର ଆଜି ୨ ବର୍ଷ ପୂର୍ତ୍ତି
Comments are closed.