www.samajalive.in
Sunday, December 7, 2025
16.1 C
Bhubaneswar

ଦିନ ୪ଟା ମୁଖ୍ୟ ଖବର

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଭଲଖବର, ମହଙ୍ଗା ଭତ୍ତା ବୃଦ୍ଧି କଲେ କେନ୍ଦ୍ର ସରକାର, ୧୭ ପ୍ରତିଶତରୁ ୨୮ ପ୍ରତିଶତକୁ ବୃଦ୍ଧି କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ପୀୟୂଷ ଗୋୟଲ ହେଲେ ବିଜେପିର ରାଜ୍ୟସଭା ସଂସଦୀୟ ଦଳ ନେତା, ଥାୱରଚନ୍ଦ ଗେହଲଟଙ୍କ ସ୍ଥାନ ନେଲେ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ

- Advertisement -

ପାକିସ୍ତାନରେ ବସରେ ବିସ୍ଫୋରଣ; ୬ ଚାଇନା ନାଗରିକଙ୍କ ସମେତ ୮ ମୃତ

କାଉଡି ଯାତ୍ରା : ୟୁପି ସରକାରଙ୍କ ନିଷ୍ପତ୍ତି ଉପରେ ସୁପ୍ରିମକୋର୍ଟଙ୍କ ରାୟ ; କେନ୍ଦ୍ରକୁ ମଧ୍ୟ ନୋଟିସ ଜାରି

ଶ୍ରୀମନ୍ଦିର ଯାଞ୍ଚ ପାଇଁ ପୁରୀରେ ବୈଷୟିକ କମିଟିର ସ୍ୱତନ୍ତ୍ର ଟିମ

ଭୁବନେଶ୍ୱରରୁ ୫୫ ଲକ୍ଷ ଟଙ୍କା ମୂଲ୍ୟର ବ୍ରାଉନସୁଗର ଜବତ; ଏଥିସହିତ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ଜବତ, ୨ ଗିରଫ

ଆଜି ଠାରୁ ମିଳିବ ମହାପ୍ରଭୁଙ୍କ ଆଡପ ଅବଢା

ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୭୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ; ସଂଗରୋଧରୁ ୧୧୯୨ ଓ ସ୍ଥାନୀୟ ସଂକ୍ରମିତ ୮୮୨

ଏପର୍ୟ୍ୟନ୍ତ ମୋଟ ୧୪୭୭୨୯୩୮ ନମୁନା ପରୀକ୍ଷା

ଓଡ଼ିଶାରେ କରୋନାରୁ ମୋଟ ୯୧୮୦୪୧ ସୁସ୍ଥ

୨୪ ଘଣ୍ଟାରେ ରାଜ୍ୟରେ ୬୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଖୋର୍ଦ୍ଧାରୁ ସର୍ବାଧିକ ୨୦

ରାଜସ୍ଥାନରେ କପ୍ପା ଭାରିଆଣ୍ଟ ରେ ୧୧ ଜଣ ସଂକ୍ରମିତ ଚିହ୍ନଟ

ଚନ୍ଦ୍ର ପୃଷ୍ଠକୁ ଯାଇଥିବା ଧାନରୁ ବିହନ ଉତ୍ପାଦନ କଲା ଚାଇନା

ଗୋଟିଏ ଦିନରେ ଦେଶରେ ଆଉ ୩୮,୭୯୨ କରୋନା ସଂକ୍ରମିତ ଚିହ୍ନଟ

ଦେଶରେ ୬୨୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ; କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୪,୧୧,୪୦୮

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୯ ଲକ୍ଷ ୪୬ ହଜାର ୭୪

୩ କୋଟି ୧ଲକ୍ଷ ୪ହଜାର ୭୨୦ ସୁସ୍ଥ

ଦେଶରେ ୪ ଲକ୍ଷ ୨୯ ହଜାର ୯୪୬ ଜଣ ସକ୍ରିୟ ସଂକ୍ରମିତ

ମୋଟ ୪୩,୫୯,୭୩,୬୩୯ ନମୁନା ପରୀକ୍ଷା ; ଗତକାଲି ଗୋଟିଏ ଦିନରେ ଦେଶରେ ୧୯,୧୫,୫୦୧ ନମୁନା ପରୀକ୍ଷା

ସରକାରୀ ଚାକିରିରେ ଥିବା ସମୟରେ ଆତଙ୍କିଙ୍କ ପାଇଁ ପାଣ୍ଠି ଯୋଗାଡ କରୁଥିଲେ ସୟଦ ସଲାହଉଦ୍ଦିନଙ୍କ ପୁଅ

ଭାରତରେ ୨୦୨୬ ବ୍ୟାଡମିଣ୍ଟନ୍‌ ବିଶ୍ବ ଚମ୍ପିଆନସିପ୍‌

ପୁଲୱାମାରେ ଗୁଳି ବିନିମୟ; ପାକିସ୍ତାନୀ ଲସ୍କର କମାଣ୍ଡର ସମେତ ୩ ନିହତ

ଜମ୍ମୁ ସୀମାରେ ଡ୍ରୋନ ଠାବ; ସୀମା ସୁରକ୍ଷା ବାହିନୀର ଗୁଳିଚାଳନା ପରେ ପାକିସ୍ତାନ ପଟକୁ ଫେରିଗଲା

୧୪୦୦୦ ଟି୨୦ ରନ୍ କରିବାରେ ଗେଲ୍‌ ବିଶ୍ବରେ ପ୍ରଥମ

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories