www.samajalive.in
Sunday, December 7, 2025
13.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର କେଦାରନାଥରେ ନିଜ ସ୍ବପ୍ନର ପ୍ରକଳ୍ପ ସୋନପ୍ରୟାଗ-କେଦାରନାଥ ରୋପୱେର କରିଛନ୍ତି ଶିଳାନ୍ୟାସ .. ୩୦ ମିନିଟ୍‌ରେ ସମ୍ପୂର୍ଣ୍ଣ ହେବ ୭ ଘଣ୍ଟାର ରାସ୍ତା .. ଜୁନ୍ ୨୦୨୬ ସୁଦ୍ଧା ପ୍ରକଳ୍ପ ସମ୍ପୂର୍ଣ୍ଣ କରିବାକୁ  ରଖାଯାଇଛି ଲକ୍ଷ୍ୟ..  ପ୍ରାୟ ୯.୭୦ କିଲୋମିଟର ଲମ୍ବା ଏହି ପ୍ରକଳ୍ପ ପାଇଁ  ଖର୍ଚ୍ଚ ହେବ ୧୨୬୮ କୋଟି ଟଙ୍କା..

ନୂଆଦିଲ୍ଲୀ : ଅରୁଣାଞ୍ଚଳ ପ୍ରଦେଶ ଉପେରସିଆଙ୍ଗ ଜିଲା ସିଙ୍ଗିଂ ଗାଁ ନିକଟରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ; ଘଟଣା ସ୍ଥଳରେ  ଉଦ୍ଧାରକାରୀ ଦଳ

- Advertisement -

ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗର ସ୍ବାମୀକୁ ଗିରଫ କଲା ପୁଲିସ .. ଅର୍ଚ୍ଚନା ନାଗର ସ୍ବାମୀ ଜଗବନ୍ଧୁ ଚାନ୍ଦକୁ ଗିରଫ କଲା ପୁଲିସ.. ଭୁବନେଶ୍ବର ସତ୍ୟ ବିହାର ଘରୁ ପୁଲିସର ଏକ ସ୍ବତନ୍ତ୍ର ଟିମ ଗିରଫ କଲା ..

ରାଜ୍ୟରୁ ସମ୍ପୂର୍ଣ୍ଣ ବିଦାୟ ନେଲା ମୌସୁମୀ ..  ଦକ୍ଷିଣ ପଶ୍ଚିମ ମୌସୁମୀ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା
ଓଡ଼ିଶାକୁ ଛୁଇଁବନି ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ବାତ୍ୟା .. ସମ୍ଭାବ୍ୟ ବାତ୍ୟା ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁ ହେବା ଆକଳନ..

ବାତ୍ୟା ସମ୍ପର୍କରେ ପାଣିପାଗ ବିଭାଗର ସଦ୍ୟତମ ଟୁଇଟ.. ଲଘୁଚାପଟି ଆସନ୍ତାକାଲି ଅବପାତ ଓ ୨୪ ତାରିଖରେ ବାତ୍ୟାରେ ପରିଣତ ହେବ.. ବାତ୍ୟାରେ ରୂପାନ୍ତର ପରେ ଉତ୍ତର-ଉତ୍ତରପୂର୍ବକୁ ଦିଗ ବଦଳାଇବ .. ଓଡ଼ିଶା ଉପକୂଳରୁ କିଛି ଦୂରରେ ରହି ବଙ୍ଗ ମୁହାଁ ହେବ ବାତ୍ୟା.. ୨୫ ସୁଦ୍ଧା ପଶ୍ଚିମବଙ୍ଗ-ବାଙ୍ଗଲାଦେଶ ଉପକୂଳ ପାଖରେ ପହଞ୍ଚିବ..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories