www.samajalive.in
Monday, December 8, 2025
14.1 C
Bhubaneswar

ଦିନ ୪ଟା ମୁଖ୍ୟ ଖବର

ଦେଶ/ବିଦେଶ ଖବର

-ଗମ୍ଭୀରଙ୍କ ଦ୍ବାରା କରୋନା ଔଷଧ ଫାବିଫ୍ଲୁ ବଣ୍ଟନର ତଦନ୍ତ ନିର୍ଦେଶ​‌ ଦେଲେ ଦିଲ୍ଲୀ ହାଇକୋର୍ଟ

- Advertisement -

-ବାତ୍ୟା ‘ୟାସ’ ପ୍ରସ୍ତୁତି ନେଇ ୩ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମୀକ୍ଷା ବୈଠକ
– ରାଜସ୍ଥାନରେ କରୋନାର ୩ୟ ତରଙ୍ଗ ! ୨ ଜିଲାରେ ୬ ଶିଶୁ ସଂକ୍ରମିତ

– କରୋନା ସାମ୍ନାକୁ ଆସିବା ପୂର୍ବରୁ ସଂକ୍ରମିତ ହୋଇଥିଲେ ଉହାନ ପରୀକ୍ଷାଗାରର ୩ କର୍ମଚାରୀ

– ଚୀନରେ ପ୍ରତିକୂଳ ପାଗ ଯୋଗୁ ୨୧ ଧାବକ ମୃତ

– ଜଳବାୟୁ ପରିବର୍ତ୍ତନ ରୋକିବା ପ୍ରୟାସ: ପୋପଙ୍କ ପାଇଁ ନୂଆ ବିଦ୍ୟୁତଚାଳିତ ଗାଡି

– ଦିନକରେ ନୂଆ କରୋନା ସଂକ୍ରମିତ ୨.୨୨ ଲକ୍ଷ; ମୃତ ୪,୪୫୪

– ନ୍ୟୁୟର୍କରେ ପହଞ୍ଚିଲେ ଜୟଶଙ୍କର, ଟିକା ଆମଦାନୀ ନେଇ କରିବେ ଆଲୋଚନା

– ଆତଙ୍କ ଖେଳାଇବାକୁ ହତ୍ୟାର ଭିଡିଓ କରିଥିଲେ ସୁଶିଲ କୁମାର- ପୁଲିସ

– ଏଲୋପାଥିକୁ ନେଇ ଦେଇଥିବା ମନ୍ତବ୍ୟ ପ୍ରତ୍ୟାହାର କଲେ ରାମଦେବ

– ଭାରତ-ପ୍ରଶାନ୍ତ ମହାସାଗର ଅଭିମୁଖେ ବ୍ରିଟେନର ବିମାନବାହୀ ଯୁଦ୍ଧଜାହାଜ ; ଚୀନ ଉପରେ ରଖିବ କଡା ନଜର

– ଭାରତରେ କୋଭିଡ ମୃତ୍ୟୁ ୩ ଲକ୍ଷ ଟପିଲା; ଆମେରିକା, ବ୍ରାଜିଲ ପରେ ତୃତୀୟ ସ୍ଥାନରେ

– ଏନପିଏସ୍‍ ସମସ୍ତଙ୍କ ପାଇଁ ସର୍ବୋତ୍ତମ ଅବସରକାଳୀନ ନିବେଶ ହୋଇନପାରେ

– ଜୁନ ମାସରୁ ପିଲାଙ୍କ ଉପରେ କୋଭାକ୍ସିନ ଟିକା ପରୀକ୍ଷା

– ପ୍ଲାଷ୍ଟିକ ବୋତଲ ସାହାଯ୍ୟରେ ସମୁଦ୍ର ପହଁରି ସ୍ପେନ ପହଞ୍ଚିଲା ମରକ୍କୋ ବାଳକ

ରାଜ୍ୟ ଖବର

ବାତ୍ୟା ୟାସ ମୁକାବିଲା ; ବରିଷ୍ଠ ଆଇପିଏସ , ଆଇଏଏସଙ୍କୁ ୫ ଜିଲାର ଦାୟିତ୍ୱ

– ବାତ୍ୟା ରୂପ ନେଲା ୟାସ୍‍; ପାରାଦୀପଠାରୁ ୫୪୦ କିଲୋମିଟର ଦୂରରେ ରହିଛି, ୨୪ ଘଣ୍ଟା ମଧ୍ୟରେ ଭୀଷଣ ବାତ୍ୟା ଓ ପରବର୍ତ୍ତୀ ୨୪ ଘଣ୍ଟାରେ ଅତି ଭୀଷଣ ବାତ୍ୟା ରୂପ ନେବ

-ବାତ୍ୟା ୟାସ ମୁକାବିଲା ପାଇଁ ୮୦୦ ଓଡ୍ରାଫ କର୍ମଚାରୀ ସାମିଲ

-ବାତ୍ୟା ମୁକାବିଲା ନେଇ ବରିଷ୍ଠ ସଚିବଙ୍କୁ ମିଳିଲା ଜିଲା ଦାୟିତ୍ୱ ; ବାତ୍ୟା ପୂର୍ବରୁ ପ୍ରସ୍ତୁତି ଓ ରିଲିଫ ତଦାରଖ ପାଇଁ ଦାୟିତ୍ୱ

-ବାତ୍ୟା ୟାସ ପାଇଁ ୪ଟି ବନ୍ଦର ପାଇଁ ବିପଦ ସଙ୍କେତ ଜାରି ; ପାରାଦ୍ୱୀପ ଓ ଧାମରା ପାଇଁ ୪ ନଂ, ପୁରୀ ଓ ଗୋପାଳପୁର ପାଇଁ ୩ନଂ ବିଦପ ସଙ୍କେତ

-ଗଭୀର ଅବପାତ ବାତ୍ୟାରେ ପରିଣତ ; ୨ ରୁ ୪ ମିଟର ଜୁଆର ଉଠିବା ସହ ୨୫ ତାରିଖ ମଧ୍ୟରାତ୍ରରେ ପବନର ବେଗ ବଢିବ

– ରାଜ୍ୟରେ ବୃଦ୍ଧି ପାଉଛି କରୋନା ମୃତ୍ୟୁ ; ଦିନକରେ ଆଉ ୩୨ ଆକ୍ରାନ୍ତ ମୃତ

– ରାଜ୍ୟରେ ଗୋଟିଏ ଦିନରେ ୧୧୦୫୯ ନୂଆ ସଂକ୍ରମିତ; କଟକରୁ ସର୍ବାଧିକ ୧୧୩୩ ଚିହ୍ନଟ

– ବିପିୟୁଟି ସେମିଷ୍ଟର ପରୀକ୍ଷା ସ୍ଥଗିତ

-ସମଲେଶ୍ବରୀ ମନ୍ଦିର ଦୀପ ଘରରେ ଲାଗିଲା ନିଆଁ

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories